Category: ରାଜ୍ୟ

ରାଜନୀତିରୁ ସନ୍ନ୍ୟାସ ନେଲେ ଭି କେ ପାଣ୍ଡିଆନ

ସକ୍ରିୟ ରାଜନୀତିରୁ ଅବସର ଘୋଷଣା କଲେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ରବିବାର ଭିଡିଓ ବାର୍ତ୍ତ ଜାରି କରି ସକ୍ରିୟ ରାଜନୀତିରୁ ଅବସର ବିଷୟରେ ସୂଚନା ଦେଇଛନ୍ତି। ବିଧିବଦ୍ଧ ଭାବେ ରାଜନୀତିରୁ ସନ୍ନ୍ୟାସ ନେବା ନେଇ ଘୋଷଣା କରିଛନ୍ତି । ପାଣ୍ଡିଆନ୍…

ଜୁନ୍‌ ୧୨ ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ବଦଳିଲା ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ତାରିଖ । ଜୁନ୍‌ ୧୦ ପରିବର୍ତ୍ତେ ଜୁନ୍‌ ୧୨ରେ ହେବ ଶପଥ ଗ୍ରହଣ ସମାରୋହ। ବିଜେପି ରାଜ୍ୟ ମୁଖପାତ୍ର ଯତୀନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୧ ତାରିଖରେ ବିଧାୟକ…

ରାଜନୀତିରୁ ସନ୍ନ୍ୟାସ ନେଲେ ଅଚ୍ୟୁତ ସାମନ୍ତ

ରାଜନୀତିରୁ ସନ୍ନ୍ୟାସ ନେଲେ ବିଜୁ ଜନତା ଦଳର ଅନ୍ୟତମ ନେତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତ । ଆଜି ଏ ନେଇ ଶ୍ରୀ ସାମନ୍ତ ଘୋଷଣା କରିବା ସହ ଜୁନ୍‍ ୯ ତାରିଖଠାରୁ ସେ ରାଜନୀତିରୁ ଅବ୍ୟାହତି ନେଉଥିବା ପ୍ରକାଶ…

ଧର୍ମେନ୍ଦ୍ର, ଅଶ୍ୱିନୀ ଓ ଜୁଏଲ ଓରାମଙ୍କୁ ମିଳିପାରେ ମନ୍ତ୍ରୀ ପଦ, ଆସିଲା ଫୋନ୍‌

ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି।କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସେ ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ମୋଦି କ୍ୟାବିନେଟରେ କାହାକୁ…

ହାଇକମାଣ୍ଡଙ୍କ ଡ଼ାକରାରେ ଦିଲ୍ଲୀ ଗଲେ ସୁରେଶ ପୂଜାରୀ

ଭୁବନେଶ୍ୱର : ହାଇକମାଣ୍ଡଙ୍କ ଡ଼ାକରାରେ ବ୍ରଜରାଜନଗର ଭାଜପା ବିଧାୟକ ସୁରେଶ ପୂଜାରୀଙ୍କୁ ଦିଲ୍ଲୀରେ ପହଞ୍ଚିଛନ୍ତି। ଆସନ୍ତାକାଲି ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବାର କାର୍ଯ୍ୟକ୍ରମ ଥିବା ବେଳେ ତାଙ୍କୁ କୌଣସି ବଡ଼ ଭୂମିକା ମିଳିପାରେ। ରବିବାର ସେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ…

ଆମେ ଡିଫେନ୍ସିଭ୍ ହୋଇ ନିର୍ବାଚନ ଲଢିଲୁ- ପ୍ରଦୀପ ମାଝୀ

ବିଜେଡିର ଶୋଚନୀୟ ପରାଜୟକୁ ନେଇ ବିସ୍ଫୋରକ ବୟାନ ଦେଲେ ପ୍ରଦୀପ ମାଝୀ । ସେ ଏକ ନିର୍ଦ୍ଦିଷ୍ଟ ଗଣମାଧ୍ୟମର ସାକ୍ଷାତକାରରେ କହିଛନ୍ତି ଆମେ ଯେପରି ଲଢ଼ିଥିଲୁ ଆଶାତୀତ ନଥିଲା । ଆମେ ଡିଫେନ୍ସିଭ୍ ହୋଇ ନିର୍ବାଚନ ଲଢିଲୁ । ନବୀନଙ୍କୁ କାଉଣ୍ଟର…

ବିଜେପିରେ ସାମିଲ ହେବେ ବଡମ୍ବାର ନବନିର୍ବାଚିତ ସ୍ୱାଧୀନ ବିଧାୟକ

ବିଜେପିରେ ସାମିଲ ହେବେ ଆଉ ଜଣେ ସ୍ୱାଧିନ ବିଧାୟକ । ବଡମ୍ବାର ନବନିର୍ବାଚିତ ସ୍ୱାଧୀନ ବିଧାୟକ ବିଜୟ କୁମାର ଦଳବେହେରା ବିଜେପିରେ ସାମିଲ ହେବାକୁ ଯାଉଛନ୍ତି । ସେ ଆଗରୁ ବିଜେପିରେ ଥିଲେ କିନ୍ତୁ ଟିକେଟ ନ ମିଳିବାରୁ ସ୍ବାଧୀନରେ ନିର୍ବାଚନ…

ପ୍ରେମିକାର ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟିଲେ ପ୍ରେମିକ

ଏକ ତରଫା ପ୍ରେମର କରୁଣ ପରିଣତି ବିଚ୍‌ ରାସ୍ତାରେ ପ୍ରେମିକାଙ୍କ ତଣ୍ଟି କାଟିଦେଲେ ପ୍ରେମିକ। ପ୍ରେମିକାଙ୍କ ତଣ୍ଟି କାଟିବା ପରେ ନିଜ ତଣ୍ଟି କାଟି ଆତ୍ମହତ୍ୟା ବି କରିଛନ୍ତି ପ୍ରେମିକ ଜଣକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଦେବଗଡ଼…

କୋଇଲା ଟ୍ରେନ୍‌ରେ ଲାଗିଲା ନିଆଁ

ବାଲେଶ୍ୱର ଜିଲ୍ଲା ସୋର ଷ୍ଟେଶନରେ ଆଜି ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଛି। ଟ୍ରେନଟି ତାଳଚେରରୁ ଝାଡ଼ଖଣ୍ଡ ଅଭିମୁଖେ ଯାଉଥିବା ବେଳେ ସୋର ଷ୍ଟେସନ ଠାରେ ନିଆଁ ଲାଗିଥିବାର ଗାର୍ଡ ଦେଖିଥିଲେ । ଏହାପରେ ସୋର ଷ୍ଟେସନ ମାଷ୍ଟରଙ୍କୁ ଜଣାଇଥିଲେ…

ମୋ ବସକୁ ଧକ୍କା ଦେଲା ଟ୍ରକ୍, ୨୦ ଯାତ୍ରୀ ଆହତ

ମୋ ବସକୁ ପଛରୁ ଧକ୍କା ଦେଲା ଟ୍ରକ୍ । କଟକ ତେଲେଙ୍ଗା ପେଣ୍ଠ ନିକଟରେ ଘଟିଛି ଏହି ଦୁର୍ଘଟଣା । ଏକାଥରକେ ଦୁଇଟି ଟ୍ରକ ମୋ ବସକୁ ଧକା ଦେବାରୁ ପ୍ରାୟ ୨୦ ଯାତ୍ରୀ ଆହତ ହୋଇଛନ୍ତି। ।ଏହି ଦୁର୍ଘଟଣା ପରେ…