Category: ରାଜ୍ୟ

ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସରୁ ଡ଼କରା

ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି।ନିର୍ବାଚନରେ ପରାଜୟ ପରେ ନବୀନ ନିବାସରେ ବରିଷ୍ଠ ବିଜେଡ଼ି ନେତା ପହଞ୍ଚି ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟିବେ। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ପହଞ୍ଚୁଛନ୍ତି ଜଣକ ପରେ ଜଣେ ବରିଷ୍ଠ…

ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ କଲେ ଶ୍ରୀଜଗନ୍ନାଥ ସେନା, ଗିରଫ ଦାବି

ବିଜେଡ଼ି ନେତା ଭିକେ ପାଣ୍ଡିଆନ୍‌ଙ୍କ ବିରୋଧରେ ଇଡ଼ିରେ ଅଭିଯୋଗ ହୋଇଛି। ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଏହି ଅଭିଯୋଗ ହୋଇଛି। ଓଡ଼ିଆ ଅସ୍ମିତାକୁ ନଷ୍ଟ କରିଥିବା ଏବଂ ଓଡ଼ିଶାରୁ ୫୦ ହଜାର କୋଟି ଲୁଟି ନେଇଥିବା ଅଭିଯୋଗରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ…

ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍, ୨ ମୃତ ଓ ଅନେକ ଗୁରୁତର

ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ କଡ଼େଇ ଛକ ନିକଟରେ ସିମେଣ୍ଟ ବୋଝେଇ ଟ୍ରକକୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ କଣ୍ତକ୍ଟର ଓ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି ଓ ୭ ଗୁରୁତର ଅଛନ୍ତି…

ଆସନ୍ତା ୧୦ରେ ବିଜେପି ବିଧାୟକ ଦଳ ବୈଠକ

ଆସନ୍ତା ୧୦ ତାରିଖରେ ବସିବ ବିଜେପି ବିଧାୟକ ଦଳ ବୈଠକ । ସାଧାରଣ ନିର୍ବାଚନ-୨୦୨୪ରେ ନିର୍ବାଚିତ ବିଧାୟକମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହେବ। ଭୁବନେଶ୍ୱରର ଏକ ଘରୋଇ ହୋଟେଲରେ ଅନୁଷ୍ଠିତ ହେବ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମ କେନ୍ଦ୍ରୀୟ…

ଶ୍ରୀମନ୍ଦିରରେ ଆଲୋକୀକରଣ ବନ୍ଦ ଘଟଣା, ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ଶ୍ରୀମନ୍ଦିର ଆଲୋକୀକରଣ ବନ୍ଦ ନେଇ ପୁରୀ ଜିଲ୍ଲାପାଳଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମୁଖ୍ୟ ଶାସନ ସଚିବ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମୟରେ ଚାରିପଟେ ଲଗାଯାଇଥିଲା ବଡ଼ ବଡ଼ ଲାଇଟ୍ ରାଜ୍ୟରେ ବିଜେଡି ସରକାରର ପତ୍ତନ ପରେ…

ଜୁନ ୧୨ରୁ 4 ମାସ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ

ଆସନ୍ତା ୧୨ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ତେବେ ଏହା ଅକ୍ଟୋବର ମାସ ପର୍ଯ୍ୟନ୍ତ ବନ୍ଦ ନେଇ ବନବିଭାଗ ପକ୍ଷରୁ ନୋଟିସ ଜାରି କରାଯାଇଛି। ବର୍ଷା ଋତୁ ଆସୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ୍ଦ ନିଷ୍ପତ୍ତି…

ବିଜେଡିଠୁ ଟଙ୍କା ନେଇ ଟିକେଟ୍ ପରିବର୍ତ୍ତନ କରିଛନ୍ତି କଂଗ୍ରେସ ସଭାପତି ଓ ପ୍ରଭାରୀ: ମାନସ ଚୌଧୁରୀ

କଂଗ୍ରେସରୁ ନିଲମ୍ବିତ ପରେ ପ୍ରେସମିଟ୍ କରି ପିସିସି ସଭାପତି ଏବଂ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କୁ ଟାର୍ଗେଟ କରିଛନ୍ତି କଟକ ଜିଲ୍ଲା ପୂର୍ବତନ କଂଗ୍ରେସ ସଭାପତି ମାନସ ଚୌଧୁରୀ । ସେ କହିଛନ୍ତି ଚଳିତ ସାଧାରଣ ନିର୍ବାଚନରେ ପ୍ରଦେଶ କଂଗ୍ରେସ…

ନବୀନ ନିବାସରେ ପୁତୁରା ଅରୁଣ ଓ ବଡ଼ଭାଇ ପ୍ରେମ ପଟ୍ଟନାୟକ

ଆଜି ଓଡ଼ିଶା ଆସିଛନ୍ତି ବିଜୁ ପଟ୍ଟନାୟକଙ୍କ ନାତି ତଥା ନବୀନ ପଟ୍ଟନାୟକଙ୍କ ପୁତୁରା ଅରୁଣ ପଟ୍ଟନାୟକ । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ଆଜି ଓଡ଼ିଶା ଆସିଛନ୍ତି ଅରୁଣ ପଟ୍ଟନାୟକ । ବିଜେଡିର ବିପର୍ଯ୍ୟୟ ପାଇଁ ଭିକେ ପାଣ୍ଡିଆନ ଓ ତାଙ୍କ…

ଶନିବାର ବିଧାୟକ ଦଳ ବୈଠକ,ମୁଖ୍ୟମନ୍ତ୍ରୀଙ୍କ ନାଁରେ ଲାଗିପାରେ ମୋହର

ବିଧାନସଭା ଫଳାଫଳ ପ୍ରକାଶ ପାଇବାର ତିନି ଦିନ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ ।ଭାରତୀୟ ଜନତା ପାର୍ଟି (ବିଜେପି)ର ବିଧାୟକ ଦଳ ବୈଠକ ଆସନ୍ତାକାଲି (ଶନିବାର) ଅନୁଷ୍ଠିତ ହେବ।…

ପୁରୀ ବାଣ ବିସ୍ଫୋରଣ ଘଟଣାର ୧୬ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ପୁରୀ ନରେନ୍ଦ୍ର ପୋଖରୀ ବାଣ ବିସ୍ଫୋରଣ ଘଟଣାରେ ଆଉ ଜଣେ ମୃତ୍ୟୁ । ମୃତ୍ୟୁ ସଂଖ୍ୟା ୧୬ର କୁ ବୃଦ୍ଧି ହୋଇଛି। ଆଜି ଚିକିତ୍ସାଧୀନ ଥିବା ଆଉ ଜଣେ ଗୁରୁତରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୧୧ ଗୁରୁତର ଆହତଙ୍କ…