Category: ରାଜ୍ୟ

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

ଓଡ଼ିଶାର ବିକାଶ ଦୁଇଗୁଣ କରିବାକୁ ଐତିହାସିକ ବଜେଟ ମାଇଲଷ୍ଟୋନ ହେବ: ବୈଜୟନ୍ତ ପଣ୍ଡା

ଆଜି ରାଜ୍ୟ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ କରି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡା ସାଂସଦ ଶ୍ରୀ ବୈଜୟନ୍ତ ପଣ୍ଡା କହିଛନ୍ତି ଯେ, ଚଳିତ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଗତ ହୋଇଥିବା କେନ୍ଦ୍ର ବଜେଟ ଅନେକ କ୍ଷେତ୍ରରେ ଐତିହାସିକ ହୋଇ ରହିଯାଇଛି।…

ଆଇଏଏସ ଶାଶ୍ୱତ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ

ଆଇଏଏସ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ ମିଳିଛି । ଶ୍ରୀ ମିଶ୍ର ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ପାଇଛନ୍ତି । OSSSC ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । ଏଥିସହ ଆଇଏଏସ ଏନ୍‌.ବି.ଏସ୍‌ ରାଜପୁତ…

ଜମ୍ମୁ କାଶ୍ମୀରରେ ମୁତୟନ ହେବେ ଓଡ଼ିଶାର ୨୦୦୦ ବିଏସଏଫ୍ ଯବାନ

ଓଡ଼ିଶାର କୋରାପୁଟ ଓ ମାଲକାନଗିରି ଅଞ୍ଚଳରେ ମୁତୟନ ପ୍ରାୟ ୨୦୦୦ ବିଏସଏଫ୍ ଯବାନଙ୍କୁ ଜମ୍ମୁ କାଶ୍ମୀର ଅଞ୍ଚଳରେ ମୁତୟନ କରାଯିବ। ଭାରତ ପାକ ସୀମାରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ପାଇଁ ସେନା ବାହିନୀ ଏଭଳି ନିଷ୍ପତ୍ତି ନେଇଛି। ପାକିସ୍ତାନ ପଟୁ ଆତଙ୍କବାଦୀ…

ନିଖୋଜ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର, ଝିଅର ପତ୍ତା ମିଳିନି

କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଳକର ତାଲଗୁମାଣ୍ଡି ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ସନ୍ଧ୍ୟାରେ ଶୌଚ ହେବାକୁ ୫ ବର୍ଷର ଝିଅ ସହ ମା’ ଝଞ୍ଜାବତୀ ନଦୀ କୂଳକୁ ଯାଇଥିଲେ। ହେଲେ ସେମାନେ ଘରକୁ ନଫେରିବାରୁ ବହୁ ଖୋଜାଖୋଜି…

ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ

ଖୋଲିଲା ହୀରାକୁଦର ପ୍ରଥମ ଗେଟ୍ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ । ବାମପଟ ୭ନଂ ସ୍ଲୁଇସ୍ ଗେଟରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି । ତେବେ ଆଜି ୩ଟି ପର୍ଯ୍ୟାୟରେ ଖୋଲିବ ୨୦ଟି ଗେଟ୍ । ପ୍ରଥମ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଗାମୀ ୪ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ବାଂଲାଦେଶ ଓ ଗାଙ୍ଗେୟ ଉପତ୍ୟକାରେ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୪ ଦିନ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା…

ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ମାମଲା: ଲ୍ୟାବ୍‌କୁ ପଠାଯିବ ଗିରଫ ଶ୍ରୀଧରଙ୍କ ମୋବାଇଲ

ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାରେ ତଥ୍ୟ ନେଲେ ବାୟୁସେନା ଅଧିକାରୀ। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନାଙ୍କ କେସ୍ ସମ୍ପର୍କିତ ତଥ୍ୟ ନେଇଛନ୍ତି ବାୟୁସେନା । ଶ୍ରୀଧର…

ନୀତି ଆୟୋଗ ବୈଠକରେ ଜାଣନ୍ତୁ କଣ ରହିଛି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦାବି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ନୀତି ଆୟୋଗର ନବମ ଗଭର୍ଣ୍ଣି କାଉନସିଲ ବୈଠକ ଆରମ୍ଭ ହୋଇଛି। ଗୁରୁତ୍ବପୂର୍ଣ୍ଣ ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ସାମିଲ ହୋଇଛନ୍ତି। ଆଜିର ବୈଠକରେ ବିକଶିତ ଭାରତ ୨୦୪୭ ଉପରେ ଥିବା ଦୃଷ୍ଟିକୋଣ…

ଆଳୁ ସମସ୍ୟାର ସମାଧାନ ପାଇଁ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି। ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା…