Category: ରାଜ୍ୟ

ପ୍ରଧାନମନ୍ତ୍ରୀ ରାଜ୍ୟକୁ ଆସିଲେ ଯଦି ପର୍ଯ୍ୟଟକ ତାହାଲେ ମୁଖ୍ୟମନ୍ତ୍ରୀ ଜିଲ୍ଲା ଗସ୍ତ କଲେ କଣ: ପ୍ରଦୀପ ପାଣିଗ୍ରାହୀ

ପ୍ରଧାନମନ୍ତ୍ରୀଙ୍କୁ ପର୍ଯ୍ୟଟକ କହୁଥିବା ବିଜେଡିକୁ ଜବରଦସ୍ତ ଉତ୍ତର ଦେଇଛନ୍ତି ଗୋପାଳପୁର ବିଧାୟକ ତଥା ବ୍ରହ୍ମପୁର ବିଜେପି ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ। ପ୍ରଦୀପ କହିଛନ୍ତି ମୋଦି ରାଜ୍ୟ ବୁଲିଲେ ଯଦି ପର୍ଯ୍ୟଟକ, ନବୀନ ଜିଲ୍ଲା ବୁଲିଲେ କ’ଣ ? ପ୍ରଧାନମନ୍ତ୍ରୀ ସାରା…

ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି: ମାଗଣା ସୌର ବିଜୁଳି ଓ ସୋଲାର ପାନେଲ

ଆଜି ଅନୁଗୁଳ ଷ୍ଟାଡିୟମରେ ଆୟୋଜିତ ବିରାଟ ନିର୍ବାଚନ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ମୋଦି କହିଛନ୍ତି ଯେ, ପୂର୍ବ ଘୋଷିତ ଯୋଜନା ଅନୁସାରେ ଲୋକଙ୍କୁ ମାଗଣା ବିଦ୍ୟୁତ ଯୋଗାଇଦିଆଯିବ। ଏହାସହ…

ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ସୋ’

ଦ୍ୱିତୀୟ ଥର ପାଇଁ ଆଜି ରାଜଧାନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୋଡ ସୋ’ କରିଛନ୍ତି । ଭୁବନେଶ୍ୱର ରାଜରାସ୍ଥା ପାଲଟିଲା ଜନ ସମୁଦ୍ର। ମୁଖ୍ୟମନ୍ତ୍ରୀଙ୍କ ମେଗା ରୋଡ ଶୋ’ରେ ହଜାର ହଜାର ଲୋକ ସାମିଲ ହୋଇଛନ୍ତି। ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ…

ହାଇୱା ବାଇକ ଧକ୍କା, ଗୋଟିଏ ପରିବାରର ୪ ମୃତ

ଢେଙ୍କାନାଳ : ବାଇକକୁ ସାମନା ପଟୁ ପିଟିଲା ହାଇୱା ଆଉ ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କର ମୃତ୍ୟୁ ହୋଇଛି । ଡେଙ୍କାନାଳ ଜିଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ଅଙ୍ଗନବାଡି କେନ୍ଦ୍ର ନିକଟରେ ସୋମବାର ଘଟିଛି ଏକ ମର୍ମନ୍ତୁଦ…

ହିଞ୍ଜିଳି ଓ କଣ୍ଟାବାଞ୍ଜି ରେ ଆଜି ନବୀନ ପଟ୍ଟନାୟକଙ୍କ ଭାଗ୍ୟ ପରୀକ୍ଷା

ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ୁଥିବା ହିଞ୍ଜିଳି ଓ କଣ୍ଟାବାଞ୍ଚି ଆସନରେ ବି ମତଦାନ ହେଉଛି। ଷଷ୍ଠ ଥର ବିଜେଡି ବିଜୟୀ ହୋଇ ରେକର୍ଡ଼ କରିବ ବୋଲି ଆଶାବାଦୀ ରହିଥିବା ବେଳେ ଦଳର…

ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୫୫% ମତଦାନ ହୋଇଛି

ଆଜି ରାଜ୍ୟରେ ସନ୍ଧ୍ୟା ୫ ଟା ସୁଦ୍ଧା ମୋଟ ୬୦.୫୫% ମତଦାନ ହୋଇଥିବା ବେଳେ ଆଗରେ ଅଛି ବରଗଡ଼। ବରଗଡ଼ ସଂସଦୀୟ କ୍ଷେତ୍ରରେ ୬୬.୧୪ % ମତଦାନ ହୋଇଥିବା ବେଳେ ଆସ୍କାରେ ୫୫.୬୫%, କନ୍ଧମାଳ ୫୭ .୪୬%, ବଲାଙ୍ଗୀରରେ ୬୧.୩୫% ଓ…

ଦିନ ୩ଟା ସୁଦ୍ଧା ରାଜ୍ୟରେ ୪୮.୯୫% ମତ ସାବ୍ୟସ୍ତ ହୋଇଛି

ଆଜି ରାଜ୍ୟରେ ଦିନ ୩ ଟା ସୁଦ୍ଧା ମୋଟ ୪୮.୯୫% ମତଦାନ ହୋଇଥିବା ବେଳେ ଆଗରେ ଅଛି ବରଗଡ଼। ବରଗଡ଼ ସଂସଦୀୟ କ୍ଷେତ୍ରରେ ୫୩.୮୮% ମତଦାନ ହୋଇଥିବା ବେଳେ ଆସ୍କାରେ ୪୬.୨୩%, କନ୍ଧମାଳ୪୮.୯୩%, ବଲାଙ୍ଗୀରରେ ୪୬.୯୬% ଓ ସୁନ୍ଦରଗଡ଼ ସଂସଦୀୟ କ୍ଷେତ୍ରରେ…

ରାଜ୍ୟରେ ଆଗାମୀ ୫ ଦିନ ଯାଏ ଲାଗି ରହିବ କାଳବୈଶାଖୀର ପ୍ରଭାବ

ରାଜ୍ୟରେ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷା ଲାଗି ରହିବ । ଏଥିସହ ଦିନର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୨, ୨୩ ଓ ୨୪…

ପାଣି ନାହିଁ ତ, ଭୋଟ ନାହିଁ

ଗଞ୍ଜାମ : ଆଜି ରାଜ୍ୟରେ ଦିତ୍ୱୀୟ ପର୍ଯ୍ୟାୟ ମତଦାନ ହୋଇଥିବା ବେଳେ, ଦେଶରେ ପଞ୍ଚମ ପର୍ଯ୍ୟାୟ ପର୍ଯ୍ୟାୟ ମତଦାନ । ୫ ଲୋକସଭା ଓ ୩୫ ବିଧାନସଭା ଆସନରେ ଆଜି ମତାଧିକାର ସାବ୍ୟସ୍ତ କରୁଛନ୍ତି ଜନତା । ସାଧାରଣ ଜନତାଙ୍କ ମତଦାନ…

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ଅପରାହ୍ନ ୧ଟା ସୁଦ୍ଧା ଓଡ଼ିଶାରେ ହୋଇଛି ୩୫.୩୧ ପ୍ରତିଶତ ମତଦାନ

ରାଜ୍ୟରେ ଜାରି ରହିଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ । ଭୋଟଦାନ ପ୍ରକ୍ରିୟା ସକାଳ ୭ଟାରୁ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ । ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ତଥ୍ୟ ଅନୁଯାୟୀ, ଦିନ ୧ ଟା ସୁଦ୍ଧା ୩୫.୩୧…