Category: ରାଜ୍ୟ

ବଡ଼ଦାଣ୍ଡରେ ମୋଦୀଙ୍କ ବିଶାଳ ରୋଡ୍ ସୋ’

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଡଦାଣ୍ଡରେ ମେଗା ରୋଡ୍ ସୋ’’ କରିଛନ୍ତି । ମରିଚିକୋଟ ଛକରୁ ଚାଲିଛି ମୋଦିଙ୍କ ରୋଡ୍ ସୋ’। ମୋଦିଙ୍କ ରୋଡ୍‌ ସୋ ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ। ରଥଯାତ୍ରାର ଭ୍ରମ…

ଆଜି ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ

ଭୁବନେଶ୍ବର: ଦେଶର ପଞ୍ଚମ ପର୍ଯ୍ୟାୟରେ ଓ ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ଭୋଟ୍‌ ଗ୍ରହଣ ହେଉଛି। ଓଡ଼ିଶାର ୫ଟି ଲୋକସଭା ଆସନ ଏବଂ ୩୫ଟି ବିଧାନସଭା ଆସନରେ ମତଦାନ ଶାନ୍ତି ଶୃଙ୍ଖଳା ସହିତ ଜାରି ରହିଛି। ସକାଳ ୭ଟାରୁ…

ପୁରୀରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀ

ଆଜି ପୁରୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ସୋ’ । ଆଜି ସକାଳୁ ରାଜଭବନରୁ ପୁରୀ ଅଭିମୁଖେ ବାହାରି ପୁରୀରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ଅବତରଣ…

ଗଞ୍ଜାମରେ ପୁଣି ବିଜେଡି କର୍ମୀଙ୍କ ଗୁଣ୍ଡାଗିରି : ୫ ବିଜେପି କର୍ମୀ ଆହତ

ଭଜ଼ଞ୍ଜନଗର : ଆଜି ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଲାର ଭଜ଼ଞ୍ଜନଗର ପୋଲିସ ସୀମା ଅନ୍ତର୍ଗତ ବେତାର ଛକରେ କିଛି ବିଜେଡି କର୍ମୀ ବିଜେପି କର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି । ଏହି ଆକ୍ରମଣରେ ୫ ରୁ ଅଧିକ ବିଜେପି କର୍ମୀ…

ବିଜୟ ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଲେ ମୋଦି

ଆଜି ଓଡ଼ିଶା ପହଞ୍ଚିବା ପରେ ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ବୈଠକରେ ୱାର ରୁମ୍‌, ପ୍ରଚାର, ବୁଥ୍‌ ମ୍ୟାନେଜମେଣ୍ଟ ଆଦିର ସମୀକ୍ଷା କରିଛନ୍ତି ମୋଦୀ। ନିର୍ବାଚନ ପରିଚାଳନା…

ଓଡ଼ିଶାରେ ପହଞ୍ଚିଲେ ମୋଦୀ

ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱର ବିମାନ ବନ୍ଦରରେ ଦଳୀୟ କର୍ମୀଙ୍କ ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା କରାଯିବା ସହ ସ୍ବାଗତ କରାଯାଇଥିଲା। ଏହାପରେ ଆଜି ସନ୍ଧ୍ୟାରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କ ସହ ସମୀକ୍ଷା…

ବାତ୍ୟା ପାଇଁ ଆକଳନ ହୋଇନି : ପାଣିପାଗ ନିର୍ଦ୍ଦେଶିକା

ଭୁବନେଶ୍ୱର : ୨୨ ତାରିଖ ବେଳକୁ ରାଜ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ପ୍ରାଥମିକ ସ୍ତରରେ ଏହାର ଗତି ଉତ୍ତର ଓ ଉତ୍ତର…

ଓଡ଼ିଶା ଯେଉଁ ଶିଖରରେ ପହଞ୍ଚିବା କଥା ପହଞ୍ଚି ପାରିନି : ରାଜନାଥ ସିଂ

ସମ୍ବଲପୁର : ଓଡ଼ିଶାରେ କାଲି ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନୀ ହେବାକୁ ଥିବା ବେଳେ ଆଜି ଦେଖିବାକୁ ମିଳିଛି ଆଉଜଣେ କେନ୍ଦ୍ରୀୟ ନେତାଙ୍କୁ । ଆଜି ଓଡିଶା ଗ୍ରସ୍ତରେ ଆସି ସମ୍ବଲପୁର ରେଢ଼ାଖୋଲରେ ପହଞ୍ଚିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ରେଢ଼ାଖୋଲ…

ବିଜେପିରେ ମିଶିଲେ ୧୦୦ରୁ ଅଧିକ ସଂଖ୍ୟାଲଘୁ ଭୋଟର

ପିପିଲିରେ ବଢୁଛି ବିଜେପିର ଶକ୍ତି। ବିଜେପିରେ ମିଶିଲେ ୧୦୦ରୁ ଅଧିକ ସଂଖ୍ୟାଲଘୁ ଭୋଟର। ଗତକାଲି ପୁରୀ ଜିଲ୍ଲା ପିପିଲି ବ୍ଲକ ହାଟସାହି ପଞ୍ଚାୟତର ନାଏବ ସରପଞ୍ଚ ଓ ୨ ନମ୍ବର ୱାର୍ଡର ୱାର୍ଡମେମ୍ବରଙ୍କ ସମେତ ଦାନଗୋହିରି ଗାଁର ୧୦୦ରୁ ଅଧିକ ମୁସଲିମ୍…

ଆସନ୍ତା କାଲି ସକାଳ ୭ଟାରେ ଶ୍ରୀଜିଉଙ୍କୁ ଦର୍ଶନ କରି ରୋଡ ସୋ’ କରିବେ ମୋଦୀ

ଆଜି ଓଡ଼ିଶା ପୁଣି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆସନ୍ତା କାଲି ପୁରୀ ବଡ଼ଦାଣ୍ଡରେ ରୋଡ ସୋ’ କରିବେ ମୋଦୀ। ପୁରୀ ଗସ୍ତକୁ ନେଇ ବିଜେପି ପକ୍ଷରୁ ପ୍ରେସମିଟ୍ କରି ସବିଶେଷ ସୂଚନା ଦିଆଯାଇଛି। ପ୍ରେସମିଟରେ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ…