Category: ରାଜ୍ୟ

ମୋହନ ସଂକେତ; ଏବେ ତ ଟ୍ରେଲର, ଆଗକୁ ଫିଲ୍ମ

ଭିଜିଲାନ୍ସ ପକ୍ଷରୁ ଦୁର୍ନୀତି ନିବାରଣ ସପ୍ତାହର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତିବର୍ଷ ପରି ସରକାରୀ ଅଧିକାରୀଙ୍କୁ ଶପଥପାଠ କରାଗଲା । କିନ୍ତୁ ଏହି କାର୍ଯ୍ୟକ୍ରମ ଭିତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତବ୍ୟ ଥିଲା ବହୁ ଦୃଷ୍ଟିରୁ…

ଏକାକୀ ୧୫୭ ଥର ହେଲିକପ୍ଟର ନେଇ ପ୍ରଚାରକୁ ଯାଇଥିଲେ ପାଣ୍ଡିଆନ

ନିର୍ବାଚନ ପ୍ରଚାର ପାଇଁ ବିଜୁ ଜନତା ଦଳ ଖର୍ଚ୍ଚ କରିଛି ୨୭୭ କୋଟି ଟଙ୍କା । ଏହା କେତେ ସତ ବା ମିଛ ତାହା ଲୋକେ ଆନ୍ଦାଜର ସହ କ‌ହିପାରିବେ । ଏହି ତଥ୍ୟ ବିଜଦ ପକ୍ଷରୁ ଦିଆଯାଇଛି ଭାରତର ନିର୍ବାଚନ…

ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି: ଜୟନାରାୟଣ ମିଶ୍ର

ପ୍ରମିଳା ମଲ୍ଲିକଙ୍କ ୧୪୦ ସିଟ୍ ଜିତିବା ମନ୍ତବ୍ୟକୁ ଟାର୍ଗେଟ କରି ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର କହିଛନ୍ତି ଅମିତ ଶାହାଙ୍କ ଗୋଟିଏ ହୁଇସିଲରେ ବିଜେଡି ଭାଙ୍ଗିଯିବ । ଆମ ଉପରେ କିଛି କହିବା ଆଗରୁ ବିଜେଡି ଆଗେ ନିଜ ଘର…

ଆଜି ନିର୍ବାଚନ ହେଲେ ୧୪୦ ସିଟ୍ ଜିତିବ ବିଜେଡ଼ି: ପ୍ରମିଳା ମଲ୍ଲିକ

ବିଜେଡି ଆଜି ବି ଏକ ନମ୍ବର ଦଳ। ଆଜି ବି ଯଦି ନିର୍ବାଚନ ହୁଏ ୧୪୦ ସିଟ୍ ଜିତିବ ବିଜେଡ଼ି । ଏହି ପ୍ରତିକ୍ରିୟା ଦେଇଛନ୍ତି ବିଜେଡି ନେତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସେ…

ପୁରୀ ସ୍ୱର୍ଗଦ୍ୱାରରେ କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ !

ପୁରୀ ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘଷିରେ ହେବ ଶବ ଦାହ । ଏନେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଯୋଜନା ପ୍ରସ୍ତୁତି କରୁଥିବା କହିଛନ୍ତି ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସେ କହିଛନ୍ତି ସ୍ୱର୍ଗଦ୍ୱାରରେ ଶବ ଦାହ…

ଗର୍ଭବତୀଙ୍କୁ ମେଡିକାଲ ଛାଡ଼ିଲେନି ସିଡିପିଓ; ଚାଲିଗଲା ନିଷ୍ପାପ ଶିଶୁର ଜୀବନ

ଗର୍ଭବତୀ ମହିଳାଙ୍କ ସୁରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଥିବା ବେଳେ ଆଜି ସାମ୍ନାକୁ ଆସୁଛି ଏକ ଅଭାବନୀୟ ଘଟଣା । ଜଣେ ସରକାରୀ ପଦବୀରେ ଥିବା ମହିଳା ନିଜର କ୍ଷମତାର ଅପବ୍ୟବହାର କରି ନିଜର ଜଣେ ଅଧୀନସ୍ଥ ଗର୍ଭବତୀ ମହିଳା…

ମେଟ୍ରୋ ଟନେଲ କାମ ବେଳେ ଅଘଟଣ: ଦୁଇ ଓଡ଼ିଆ ଶ୍ରମିକ ମୃତ, ୬ ଆହତ

ବିହାରର ରାଜଧାନୀ ପାଟନାର ଅଶୋକ ରାଜପଥସ୍ଥିତ ଏନ୍ଆଇଟି କଲେଜ୍ ନିକଟରେ ମେଟ୍ରୋର ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଛି। ଏହି ମେଟ୍ରୋ ଟନେଲ କାମ ବେଳେ ସୋମବାର ବିଳମ୍ବିତ ରାତିରେ ମାଟି ହଟାଇବା ବେଳେ ନିର୍ମାଣ ମେସିନର ବ୍ରେକ୍ ଫେଲ୍ ହୋଇ ଅନିୟନ୍ତ୍ରିତ…

୫୧ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ଆଜି ୫୧ ହଜାର ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ । ନୂଆଦିଲ୍ଲୀର ରାଇସିନା ରୋଡସ୍ଥିତ ନ୍ୟାସନାଲ ମିଡିଆ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ ।କେନ୍ଦ୍ର ସରକାରଙ୍କ ନିଯୁକ୍ତି…

ଲିଙ୍ଗରାଜ ମନ୍ଦିରରେ ଫଟୋ ଓ ଭିଡିଓ କରି ବିବାଦରେ ଶିଳ୍ପା ସେଟ୍ଟୀ ଓ ମନ୍ଦିର ପ୍ରଶାସନ

ଲିଙ୍ଗରାଜ ମନ୍ଦିର ପରିସରରେ ଫଟୋ ଓ ଭିଡିଓ ଉତ୍ତୋଳନ କରି ବିବାଦରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଓ ମନ୍ଦିର ପ୍ରଶାସନ। ଯାହାର ଫଟୋ ଓ ଭିଡିଓ ଏବେ ଚାରିଆଡ଼େ ଭାଇରାଲ୍ ହେବାକୁ ଲାଗିଛି। ମନ୍ଦିର ଭିତରକୁ ଅନୁମତି ନ ଥାଇ…

ରାଜଧାନୀରେ ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ; ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ଆଜି ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ଭାରତର ଏକତା ଓ…