Category: ରାଜ୍ୟ

ଗୃହମନ୍ତ୍ରୀ ଅମିତ ଶାହଙ୍କ ମିଥ୍ୟା ଭିଡିଓ ପ୍ରରୋଚନା ପଛରେ ଥିବା ଭିକେ ପାଣ୍ଡିଆନଙ୍କୁ ନିର୍ବାଚନ ପ୍ରଚାରରୁ ବାସନ୍ଦ କରାଯାଉ: ଦିଲୀପ ମଲ୍ଲିକ

ଭୁବନେଶ୍ୱର: ଗଣତନ୍ତ୍ର ରାଷ୍ଟ୍ରରେ ନିର୍ବାଚନ ଏକ ପର୍ବ । ନିର୍ବାଚନ ଆଚରଣ ସଂହିତାକୁ ମାନି ଶୃଙ୍ଖଳିତଭାବେ ପାଳନ କରିବା ଆମ ସମସ୍ତଙ୍କର ଦାୟିତ୍ୱ । କିନ୍ତୁ ଶାସକ ବିଜେଡି ଅଭ୍ୟାସଗତ ଭାବେ ଓ ନିର୍ବାଚନ ହାରିବା ଭୟରେ ସରକାରୀ କଳ, ବଳ…

ଅପରାଧୀଙ୍କ ନିଦ ହଜାଇଛି ସ୍ପେଶାଲ କ୍ରାଇମ ୟୁନିଟ

ଭୁବନେଶ୍ୱର ; ଦିନକୁ ଦିନ ଅପରାଧୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଦିନ ଦ୍ୱିପହରେ ଲୁଟୁଛନ୍ତି ନିରୀହ ଜନସାଧାରଣଙ୍କୁ । ସେମାଙ୍କୁ ଦମନ କରିବା ପାଇଁ ତିଆରି ହୋଇଛି ସ୍ପେଶାଲ କ୍ରାଇମ ୟୁନିଟ । ପ୍ରକାଶ ପାଇଛି ସ୍ପେଶାଲ କ୍ରାଇମ ୟୁନିଟର…

ବାଣ ବିସ୍ଫୋରଣରେ ଉଡ଼ିଗଲା ଘରର ଆଜବେଷ୍ଟସ୍, ଜଣେ ଆହତ

ଖୋର୍ଦ୍ଧାରେ ବାଣ ଭିଡୁଥିବା ବେଳେ ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣରେ ଉଡ଼ିଲା ଘରର ଆଜବେଷ୍ଟ, ଜଣେ ଶିଶୁ ଆହତ ହୋଇଥିବା ସୂଚନା।ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଲଖନପୁରରେ ଘଟିଛି ଏହି ଅଘଟଣ। ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରାଯାଉଥିବା ବେଳେ ଆହତଙ୍କୁ…

ବିଜେଡି ସରକାର ନ ଆସିଲେ ମୁଁ ସନ୍ନ୍ୟାସ ନେବି: ପାଣ୍ଡିଆନ

ବ୍ରଜରାଜନଗରରେ ଭିକେ ପାଣ୍ଡିଆନ ଆଜି ପ୍ରଚାର ମାଧ୍ୟମରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ । ପ୍ରଚାର ବେଳେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି ଭିକେ ପାଣ୍ଡିଆନ୍ । ସେ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କହିଛନ୍ତି, ସମ୍ବଲପୁରରେ ଜଣେ…

ନାମାଙ୍କନ ଦାଖଲ କଲେ ବୈଜୟନ୍ତ

ନାମାଙ୍କନ ଦାଖଲ କଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । ବିଶାଳ ଶୋଭାଯାତ୍ରାରେ ଆସି ସେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ଦଳର ଅନେକ କାର୍ଯ୍ୟକର୍ତ୍ତା…

୨ ଲକ୍ଷ ଚାକିରି କଥା କହି ପ୍ରହସନ କରୁଛି ବିଜେଡି, ୨୪ ବର୍ଷ ହେଲା କରୁଥିଲେ କ’ଣ : ଧର୍ମେନ୍ଦ୍ର ପ୍ରଧାନ

ଆଜି ସମ୍ବଲପୁର ଜିଲ୍ଲା ହୀରାକୁଦରେ ଅଖିମୁଠି ଅନୁକୁଳ କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ସମ୍ବଲପୁର ଲୋକସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ବିଜେଡିର ନିର୍ବାଚନୀ ଇସ୍ତାହାର ଉପରେ ପ୍ରତିକ୍ରିୟା ରଖିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ବିଜେଡିର ଇସ୍ତାହାରରେ ନୂଆ…

ଆଜି ପବିତ୍ର ଅକ୍ଷୟ ତୃତୀୟା: ଆଜିଠାରୁ ଆରମ୍ଭ ରଥନିର୍ମାଣ ପାଇଁ ଅନୁକୂଳ ନୀତି ଓ ଚନ୍ଦନଯାତ୍ରା

ହିନ୍ଦୁ ଧର୍ମରେ ଅକ୍ଷୟ ତୃତୀୟାର ବହୁ ମହତ୍ତ୍ୱ ରହିଛି। ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ଦିନକୁ ଅକ୍ଷୟ ତୃତୀୟା ଭାବେ ପାଳନ କରାଯାଏ। ହି ପବିତ୍ର ଦିନରେ କରାଯାଉଥିବା ସ୍ନାନ, ଦାନ, ଯଜ୍ଞ ଭଳି ବିଭିନ୍ନ କର୍ମର ବହୁ ପୁଣ୍ୟଫଳ…

ଆଜି ରାଜଧାନୀରେ ମୋଦିଙ୍କ ରୋଡ ସୋ,ସୁରକ୍ଷା ବ୍ୟବସ୍ଥା କଡାକଡି

ଆଜି ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଭୁବନେଶ୍ୱରରେ କରିବେ ରୋଡ ସୋ। ଏଥି ପାଇଁ ମାଷ୍ଟରକ୍ୟାଣ୍ଟିନ୍ ଠାରୁ ବାଣୀ ବିହାର ଯାଏଁ ରାସ୍ତା ସିଲ୍ ରହିବ। ଆଜି ଅପରାହ୍ନ ୨ଟାରୁ ରୋଡ୍ ସୋ’ ସରିବା ଯାଏଁ ଗାଡ଼ି ଚଳାଚଳ…

ବିଜେଡିର ନିର୍ବାଚନ ଇସ୍ତାହାର ପ୍ରକାଶିତ , ଭୋଟ ହାତେଇବା ପାଇଁ ମାରିଛି ଧୂଆଁ ବାଣ

ପ୍ରକାଶ ପାଇଲା ବିଜେଡିର ନିର୍ବାଚନ ଇସ୍ତାହାର (ମେନିଫେଷ୍ଟୋ)। ଏହି ମନିଫେଷ୍ଟୋରେ ବିଜେଡି ନିଜର ଆତ୍ମ ପ୍ରଚାର କରିଛି କହିଲେ ଭୁଲ ହେବନି। ଗତ ୨୪ ବର୍ଷ ମଧ୍ୟରେ, ବିଜେଡି ସରକାର ଓଡିଶାକୁ ଏକ ଗରିବ, କ୍ଷୁଧା ପ୍ରବଣ, ପ୍ରାକୃତିକ ବିପର୍ଯ୍ୟୟ ଦ୍ୱାରା…

କାଲି ନାମାଙ୍କନ ଭରିବେ ବୈଜୟନ୍ତ ପଣ୍ଡା

କେନ୍ଦ୍ରାପଡ଼ା;କାଲି ନାମାଙ୍କନ ଭରିବେ କେନ୍ଦ୍ରାପଡ଼ାର ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା । କାଲି ସକାଳ ୯ଟାରେ ସେ ରାମ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରାରେ ବାହାରିବେ । ସହରରେ ଦଳୀୟ କର୍ମୀଙ୍କୁ ନେଇ ଶୋଭାଯାତ୍ରା ହେବ । ଏହା ପରେ…