Category: ରାଜ୍ୟ

ନବୀନ ଇଞ୍ଜିନ ହେଉଛି ସ୍ଵଚ୍ଛତାର ଇଞ୍ଜିନ: ପାଣ୍ଡିଆନ

ଛତ୍ରପୁର; ଆଜି ବିରୋଧୀଙ୍କୁ ଶାଣିତ ଆକ୍ରମଣ କରିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ଶ୍ରୀ କାର୍ତ୍ତିକ ପାଣ୍ଡିଆନ । ଆଜି ଛତ୍ରପୁରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର୍ କରି ବିପୁଳ ଭୋଟରେ ଜିତାଇବାକୁ ଅନୁରୋଧ କରିଛନ୍ତି। ବ୍ରହ୍ମପୁର ସାଂସଦ…

ତାଳଚେର ସବୁଠୁ ଉତ୍ତପ୍ତ ସହର, କାଳବୈଶାଖୀ ଦେଲା ଆଶ୍ୱସ୍ତି

ରାଜ୍ୟରେ ବଢ଼ିବାରେ ଲାଗିଛି ତାପମାତ୍ରା, ଆଜି ୪୫° ସହ ତାଳଚେର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ହୋଇଥିଲା। ୨୮ ସହରରେ ତାପମାତ୍ରା ୪୦° କିମ୍ବା ଅଧିକ ରେକର୍ଡ କରାଯାଇଛି । ଏହାସହ ୧୫ ସହରରେ ଦିନ ତାପମାତ୍ରା ୪୩° ଓ ତାଠୁ…

ରାଜ୍ୟ ସରକାର ଗଠନ ପାଇଁ ବିଜେପିର ରଣନୀତି ପ୍ରସ୍ତୁତ: କଟକ ଲୋକସଭା ଦାୟିତ୍ୱରେ ସିପି ଯୋଶୀ, କଳାହାଣ୍ଡିରେ ଦିନେଶ ଯାଦବ

ଭୁବନେଶ୍ୱର: ଓଡ଼ିଶାରୁ ଅଧିକରୁ ଅଧିକ ଲୋକସଭା ଆସନ ଜିତିବା ସହିତ ରାଜ୍ୟ ସରକାର ଗଠନ କରିବା ପାଇଁ ଭାଜପା ପକ୍ଷରୁ ରଣନୀତି ପ୍ରସ୍ତୁତ ହୋଇସାରିଛି। ଏହି ରଣନୀତି ଅନୁସାରେ କଟକ ଲୋକସଭା ଆସନରେ କିପରି ଦଳୀୟ ପ୍ରାର୍ଥୀ ବିଜୟ ଲାଭ କରିବେ…

ସାମ୍ନା ପଟ ଗେଟ ବନ୍ଦ କରି ରାତି ୩ଟା ଯାଏଁ ଖୋଲାରହୁଛି ଡ୍ୟାନ୍ସ ବାର୍ ଓ ପବ୍

ଭୁବନେଶ୍ୱର: ରାଜଧାନୀରେ ବିଳମ୍ବିତ ରାତିଯାଏ ଖୁଲମଖୁଲା ଚାଲିଛି ବାର ଓ ପବ୍ । ଭୁବନେଶ୍ୱର ସହିଦ ନଗର ଅଂଚଳରେ ରାତି ୩ଟା ଯାଏଁ ଖୋଲାରହୁଛି ପବ୍ । ରାତି ଅଧରେ ଚାଲିଛି ମଦଲୀଳା । ନା ଅଛି ପୁଲିସର ଡର ନା…

ଅମିତ ଶାହଙ୍କ ଫେକ୍‌ ଭିଡିଓ ଭାଇରାଲ୍ ପ୍ରସଙ୍ଗ: ନବରଙ୍ଗପୁର ବିଜେଡି ସାଂସଦ ପ୍ରାର୍ଥୀ ପ୍ରଦୀପ ମାଝିଙ୍କ ଗିରଫ ଦାବିକଲା ବିଜେପି

ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନାଁରେ ଫେକ୍‌ ଭିଡିଓ ଭାଇରାଲ୍ ପ୍ରସଙ୍ଗରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ଭାରତୀୟ ଜନତା ପାର୍ଟି । ଗୃହମନ୍ତ୍ରୀ ଅମିତ ଶାହାଙ୍କ ଫେକ୍ ଭିଡିଓ ଧରି ମିଥ୍ୟା ପ୍ରଚାର କରୁଛନ୍ତି ନବରଙ୍ଗପୁର ବିଜେଡି…

କୁଆପଥର ମାଡ଼ ପରେ ଭୁବନେଶ୍ୱର ଏୟାରପୋର୍ଟରେ ଭିସ୍ତାରା ବିମାନର ଜରୁରୀ ଅବତରଣ

ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଭିସ୍ତାରା ବିମାନ । କୁଆପଥର ମାଡ କାରଣରୁ ବିମାନର ସମ୍ମୁଖ ପାଶ୍ୱର୍ରେ ଆଂଶିକ କ୍ଷତି ଦେଖାଯାଇଥିଲା । ଉଡାଣର ୧୦ ମିନିଟ ପରେ ପୁଣିଥରେ ରନୱେକୁ ଫେରିଥିଲା ବିମାନ । ତେବେ ବିମାନରେ ଥିବା…

ଅଗ୍ନି ବର୍ଷାରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ

ଭୁବନେଶ୍ୱର; ରାଜଧାନୀରେ ହଠାତ୍ ପାଗରେ ପରିବର୍ତ୍ତନ। ଅସହ୍ୟ ତାତିରୁ ମିଳିଲା ସାମାନ୍ୟ ତ୍ରାହି । ଖରା ଓ ଗୁଳୁଗୁଳିରୁ ଆଶ୍ୱସ୍ତି ଦେଲା କାଳବୈଶାଖୀ। ଭୁବନେଶ୍ୱର, କଟକ ସମେତ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ଝିପିଝିପି ବର୍ଷା ହେଉଛି ।ଗତ…

ଜମି ହଡପ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି; ରାଜ୍ୟପାଳ ଅନୁମତି ଦେବେ କି ?

ଭୁବନେଶ୍ୱର; ପୁରୀରେ ବେଦାନ୍ତ ବିଶ୍ବବିଦ୍ୟାଳୟ ପାଇଁ ବେଆଇନ ଜମି ହଡପ ମାମଲା ନେଇ ଅଭିଯୋଗ ଆଣିଛି ନବ ନିର୍ମାଣ କୃଷକ ସଂଗଠନ । ଯାହା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସଂଘ । ଏହା ସହିତ ଏଫଆଇଆର ପଞ୍ଜିକରଣକୁ…

ରାଜ୍ୟ ସରକାରଙ୍କୁ ସାଂସଦ ଅପରାଜିତାଙ୍କ ଟାର୍ଗେଟ୍‌

ଭୁବନେଶ୍ୱର: ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଦୁଇଟି ସ୍ଥାନରୁ ନିର୍ବାଚନ ଲଢ଼ିବା ପ‌ଛରେ ସାନବାବୁଙ୍କୁ ବ୍ୟାକଡୋର୍ ଏଣ୍ଟ୍ରି ଲାଗି ପ୍ରୟାସ ଓ…

ମେ ୬ ରେ ଓଡ଼ିଶା ଆସୁଛନ୍ତି ମୋଦି, ଉତ୍ସାହିତ ବିଜେପି କର୍ମୀ

ଆସନ୍ତା ୬ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବ୍ରହ୍ମପୁରରେ ସକାଳ ୧୦ଟା ଓ ନବରଙ୍ଗପୁରରେ ସାଢ଼େ ୧୨ଟାରେ ଜନସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର। ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ…