Category: ରାଜ୍ୟ

୨୫ରେ ଓଡ଼ିଶା ଆସିବେ ଅମିତ ଶାହ

ଭୁବନେଶ୍ଵର: ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହା । ନିର୍ବାଚନୀ ରଣନୀତି ନେଇ କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା । ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର । ଓଡିଶାରେ ପହଞ୍ଚି ପ୍ରଥମେ ସୋନପୁରରେ ଏକ…

ଏପ୍ରିଲ ୨୫ ତାରିଖରୁ ଖରା ଛୁଟି

ଭୁବନେଶ୍ବର : ଏପ୍ରିଲ ୨୫ରୁ ଖରା ଛୁଟି। ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସବୁ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ପାଇଁ ଖରାଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏଥି ସହିତ ଏପ୍ରିଲ ୨୨…

କଂଗ୍ରେସରୁ ଇସ୍ତଫା ଦେଲେ ପ୍ରବୋଧ ତିର୍କୀ

ଭୁବନେଶ୍ୱର: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରି ଟିକେଟ କାଟିବା ଦେବା ପରେ ଅସନ୍ତୁଷ୍ଟ ଥିଲେ ପ୍ରବୋଧ। କଂଗ୍ରେସ ତାଙ୍କୁ ସୁନ୍ଦରଗଡ଼ ଜିଲ୍ଲାର ତଳସରାରୁ ପ୍ରାର୍ଥୀ କରିଥିଲା।…

ଆସିଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର: ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେଡି ୪0 ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ଘୋଷଣା କରିଛି। ଏହି ତାଲିକାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ, ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର…

ନିମାପଡ଼ାରେ ଜୋରଦାର ଲଢ଼େଇ ହେବ: ସିଦ୍ଧାର୍ଥ ରାଉତରାୟ

ନିମାପଡ଼ାରୁ ପ୍ରାର୍ଥୀ ଘୋଷଣା ପରେ ସିଦ୍ଧାର୍ଥ ରାଉତରାୟଙ୍କ ମନ୍ତବ୍ୟ ସାମ୍ନାକୁ ଆସିଛି। ସେ କହିଛନ୍ତି ଯେ ନିମାପଡ଼ାରେ ଜୋରଦାର ଲଢ଼େଇ ହେବ। ସେ କହିଛନ୍ତି ଯେ ୬ ମାସ ହେଲା ମୁଁ ନିମାପଡ଼ାରେ ବୁଲୁଛି ଏବଂ ପ୍ରତିଘରକୁ ୨ ଥର ଯାଇଁ…

ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ବର : କଂଗ୍ରେସ ଶନିବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି। ଓଡ଼ିଶାର ୩ ଲୋକସଭା ଓ ୧୬ ବିଧାନସଭା ଆସନ ଦଳ ପ୍ରାର୍ଥୀ ତାଲିକା ଜାରି କରିଛି। ୩ ଲୋକସଭା ସମ୍ବଲପୁର- ଦୁଲାଲ ଚନ୍ଦ୍ର ପ୍ରଧାନ ଆସିକା-ଦେବକାନ୍ତ ଶର୍ମା…

ହଜାର ହଜାର ସମର୍ଥକଙ୍କ ସହ ନିମାପଡାରେ ସମୀରଙ୍କ ସଭା

କୋଣାର୍କ : ଟିକେଟ କଟିବା ପରେ ବଢୁଛି ଅସନ୍ତୋଷ । ଟିକେଟ କଟିବା ପରେ ଶକ୍ତି ଦେଖାଇଲେ ସମୀର ଦାଶ । ହଜାର ହଜାର ସମର୍ଥକଙ୍କ ସହ ନିମାପଡାରେ ସମୀରଙ୍କ ସଭା । ଟିକେଟ ନେଇ ପୁନଃବିଚାର ଦାବିରେ ରାଲି ।…

କମିଶନରେଟ ପୁଲିସ ପକ୍ଷରୁ ଟ୍ରାଫିକ ପୁଲିସଙ୍କୁ ଏସି ହେଲମେଟ୍ ପ୍ରଦାନ

ଭୁବନେଶ୍ବର: ରାଜ୍ଯରେ ଜାରି ରହିଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ପ୍ରବଳ ଖରା ସତ୍ତ୍ୱେ ଟୋପିଟିଏ ପିନ୍ଧି ଟ୍ରାଫିକ ଛକମାନଙ୍କରେ ଟ୍ରାଫିକ ପୁଲିସମାନେ ଡ୍ୟୁଟି କରିଥାନ୍ତି। ତେବେ ବର୍ତ୍ତମାନ କମିଶନରେଟ ପୁଲିସ…

ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା: କଟିଲା ତିନି ପୂର୍ବତନ ମନ୍ତ୍ରୀଙ୍କ ଟିକେଟ

ଭୁବନେଶ୍ବର: ବିଜେଡିର ଷଷ୍ଠ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଟିକେଟ୍ ଘୋଷଣା କରିଛନ୍ତି। ବିଜେଡି଼ର ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୪ ନୂଆ ମୁହଁ ଥିବା ବେଳେ ୪ ମହିଳା ଅଛନ୍ତି। ବର୍ଷା ପ୍ରିୟଦର୍ଶିନୀଙ୍କୁ…

ମହାନଦୀରେ ଡଙ୍ଗାବୁଡ଼ି ଘଟଣା: ୭ ମୃତଦେହ ଉଦ୍ଧାର

ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଅନ୍ତର୍ଗତ ରେମତା ପଞ୍ଚାୟତର ଶରଧା ନଦୀଘାଟ ନିକଟରେ ଡଙ୍ଗା ଓଲଟି ଗତକାଲି ଜଣେ ପ୍ରାଣ ହରାଇଥିବା ବେଳେ ୭ଜଣ ନିଖୋଜଥିଲେ। ଖବର ଅନୁଯାୟୀ ବର୍ତ୍ତମାନ ସୁଦ୍ଧା ମୋଟ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ଜଣେ…