Category: ରାଜ୍ୟ

ଭୁବନେଶ୍ବରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ବରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ । ଦିନକୁ ଦିନ ରାଜ୍ୟରେ ଗୋଟେ ପରେ ଗୋଟେ ଆତ୍ମାହୁତି ମାମଲା ସାମ୍ନାକୁ ଆସିବାରେ ଲାଗିଛି । ବଢୁଥିବା ଆତ୍ମାହୁତି ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇଛି । ରାଜଧାନୀ ଭୁବନେଶ୍ୱରରେ ଆତ୍ମାହୃତି ଉଦ୍ୟମ…

ସ୍ବାମୀଙ୍କ ପାଇଁ ଧର୍ମେନ୍ଦ୍ରଙ୍କ ସ୍ତୁତି କଲେ କି ଅପରାଜିତା ?

ବନମାଳୀ ଦାସଙ୍କ ଅତି ଲୋକପ୍ରିୟ ଗୀତର ପ୍ରଥମ ଧାଡିଟି ଥିଲା ‘କି ଦେଖିଲା ଆଜ ନେତ୍ର ସଜନୀ’। ୟା’କୁ ଟିକିଏ ବଦଳେଇ ଦେଲେ ହବ କି ଶୁଣିଲା ଆଜ କର୍ଣ୍ଣ ରେ ସାଙ୍ଗ’। ଏମିତି କଥା ଆମ କାନରେ ପଡ଼ିଚି ଯେ,…

ପେଟ ପାଇଁ ଦାଦନ ଯିବେ ଲକ୍ଷାଧିକ ଚାଷୀ

ବଲାଙ୍ଗିର ଜିଲ୍ଲାରେ ଚଳିତ ବର୍ଷ ନୂଆଁଖାଇ ପାଖେଇ ଆସୁଥିବା ବେଳେ ଅଭାବୀ ବର୍ଷା ଯୋଗୁଁ ଦାଦନମୁହାଁ ହେବେ ଚାଷୀ । ରାଜ୍ୟ ବାହାରର ଇଟା ଭାଟିରେ ଦାଦନ ଖଟାଇବାକୁ ଦାଦନ ଶ୍ରମିକ ଚାଲାଣ ପାଇଁ ଗାଁ ଗାଁରେ ବଇନା ବଣ୍ଟା ଆରମ୍ଭ…

କେଉଁ ମନ୍ତ୍ରୀ କେଉଁଠି କରିବେ ପତାକା ଉତ୍ତୋଳନ ? ତାହାକୁ ନେଇ ପ୍ରକାଶ ପାଇଲା ସୂଚୀ

ସାରା ଦେଶ ପାଳନ କରିବାକୁ ଯାଉଛି ୭୯ ତମ ସ୍ୱାଧୀନତା ଦିବସ । ଏଥିପାଇଁ ଚାରିଆଡ଼େ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଁଚିଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ସମୟରେ ଓଡ଼ିଶାରେ ସ୍ବାଧୀନତା ଦିବସରେ…

ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ AI କ୍ୟାମେରା

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସଚିବ ସ୍ତରୀୟ ବୈଠକ ହୋଇଛି । ଏହି ବୈଠକରେ ୧୦ଟି ଦିଗ ଉପରେ ଫୋକସ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । CMଙ୍କ ଅଫିସରୁ ଆସୁଥିବା UI ନୋଟ୍‌ର ତୁରନ୍ତ ଉତ୍ତର ସହ ପଦକ୍ଷେପ…

ପୁଣି ଜଣେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ

ପୁଣି ଜଣେ ମହିଳା ଦେହରେ ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିବା ଅଭିଯୋଗ ଏବେ ସମ୍ନାକୁ ଆସିଛି। ଭୁବନ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପୁରୁଣା ଥାନା ସମ୍ମୁଖ ଅଞ୍ଚଳରେ ଆତ୍ମାହୁତି ଅଭିଯୋଗ ହୋଇଛି। ପାରିବାରିକ କଳହରୁ ଦେହରେ ନିଆଁ ଲଗାଇଥିବା…

ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ରାଜନଗର ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ । ଏହି…

ବରଗଡ଼ ନାବାଳିକା ପୋଡ଼ି ଘଟଣା: ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

ବରଗଡ଼ ନାବାଳିକା ପୋଡ଼ି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡ଼ିଆରେ ଲେଖିଛନ୍ତି ବରଗଡ଼ର ଗାଇସିଲଟରେ ଜଣେ ନାବାଳିକା ନିଆଁରେ ଜଳି ପ୍ରାଣ ହରାଇବା ଖବର ମୋତେ…

ଅକ୍ଟୋବର ୨ ରୁ କଂଗ୍ରେସ କରିବ ସମ୍ବିଧାନ ବଞ୍ଚାଓ ଅଭିଯାନ

ସମ୍ବିଧାନ ବଞ୍ଚାଅ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ । ରାଜ୍ୟରେ ନାରୀ ନିର୍ଯାତନା ତଥା ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବିରୋଧରେ ସମ୍ବିଧାନ ବଞ୍ଚାଓ ଅଭିଯାନ କରିବ ଓଡିଶା କଂଗ୍ରେସ । ଅକ୍ଟୋବର ୨ (ଗାନ୍ଧୀ ଜୟନ୍ତୀ) ରୁ ଆରମ୍ଭ ହୋଇ ତିନିଟି ପର୍ଯ୍ୟାୟରେ…

ଡବଲ ଇଞ୍ଜିନ ସରକାରରେ ରାଜ୍ୟବାସୀ ଅସହାୟ: ବିଜେଡି

ବରଗଡ ନାବାଳିକା ମୃତ୍ୟୁ ଘଟଣାରେ ଆଇନମନ୍ତ୍ରୀ ଦେଇଥିବା ଦାୟିତ୍ୱହୀନ ମନ୍ତବ୍ୟକୁ ନେଇ ପ୍ରଶ୍ନ ଉଠାଇଛି ବିଜେଡି । ଆତ୍ମାହୁତି କୌଣସି ସମସ୍ୟାର ସମାଧାନ ନୁହେଁ ବୋଲି ପାଠ ପଢ଼ାଉଥିବା ଆଇନମନ୍ତ୍ରୀ ମନେରଖିବା ଉଚିତ, ବିଜେପି ସରକାର ଉପରେ ରାଜ୍ୟବାସୀ ଭରସା ଓ…