ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟ କଂଗ୍ରେସକୁ ଝଟକା, କଂଗ୍ରେସ ଛାଡ଼ିଲେ ଭକ୍ତ ଦାସ June 10, 2024 Papirani ଆଜି ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ । ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ପଦରୁ ଦେଇଛନ୍ତି ଇସ୍ତଫା । ରାଜ୍ୟରେ ଉଭୟ ବିଧାନସଭା ଓ ଲୋକ ସଭା ଆସନରେ ଦଳର ଖରାପ ପ୍ରଦର୍ଶନ ପରେ…
ତାଜା ଖବର ରାଜନୀତି ରାଜ୍ୟ ୧୨ ତାରିଖ ଦିନ ୪ଟା ୪୫ରେ ଶପଥ ଗ୍ରହଣ କରିବେ ନୂଆ ମୁଖ୍ୟମନ୍ତ୍ରୀ June 10, 2024 Papirani ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେପି କାହାକୁ ବାଛିବ ତାହାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଆଜି ସମୟ ଘୋଷଣା ହୋଇଛି । ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ଜନତା ମଇଦାନରେ…
ତାଜା ଖବର ରାଜନୀତି ରାଜ୍ୟ ଭିକେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ସୁରକ୍ଷା ବଳୟ June 10, 2024 Papirani ଭୁବନେଶ୍ୱର ୟୁନିଟ୍ ୬ରେ ଥିବା ଭିକେ ପାଣ୍ଡିଆନଙ୍କ କ୍ୱାର୍ଟର ଆଗରେ କରାଯାଇଥିବା ବ୍ୟାରିକେଡ୍କୁ ହଟାଇ ଦିଆଯାଇଛି। ଗତକାଲି ବିଜେଡିର ଶୋଚନୀୟ ପରାଜୟ ପାଇଁ ଗତକାଲି ବିଜେଡି କର୍ମୀଙ୍କୁ ଭୁଲ୍ ମାଗି ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି ଭିକେ ପାଣ୍ଡିଆନ୍ । ଆଗରୁ ରାଜ୍ୟରେ…
ତାଜା ଖବର ରାଜନୀତି ରାଜ୍ୟ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ June 10, 2024 Papirani କେନ୍ଦ୍ର କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଦେଶ ପାଇଁ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ June 10, 2024 Papirani ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, କ୍ରମାଗତ ତୃତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ଆପଣଙ୍କର ଏକ ସଫଳ କାର୍ଯ୍ୟକାଳ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀ କିଏ ହେବେ ଘୋଷଣାକୁ ଅପେକ୍ଷା କରନ୍ତୁ : ସୁରେଶ June 10, 2024 Papirani ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୁପେନ୍ଦ୍ର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଦିଆଗଲା କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ଵ June 10, 2024 Papirani ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି ସୂଚନା ମିଳିଛି। ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ଚାରିଆଡ଼େ ସସପେନ୍ସ ଲାଗିରହିଥିବା ବେଳେ…
ରାଜନୀତି ରାଜ୍ୟ ବିଜେଡିର ପତନ ଆରମ୍ଭ ହେଲା : ପ୍ରଶାନ୍ତ ଜଗଦ୍ଦେବ June 10, 2024 Nirvay ଇଭିଏମ୍ ଭଙ୍ଗାରୁଜା ମାମଲାରେ ଅନ୍ତରୀଣ ଜାମିନ ପାଇବା ପରେ ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ରବିବାର ଜେଲରୁ ମୁକୁଳିଛନ୍ତି। ଜେଲ୍ରୁ ବାହାରିବା ପରେ ଗର୍ଜିଛନ୍ତି ପ୍ରଶାନ୍ତ ଜଗଦ୍ଦେବ। ସର୍ତ୍ତ ମୂଳକ ଜାମିନ ପରେ ଜେଲ୍ରୁ ବାହାରିବା ପରେ ଶ୍ରୀ…
ଦେଶ ରାଜନୀତି ରାଜ୍ୟ ମୋଦି ୩.୦ : କ୍ୟାବିନେଟରେ ସ୍ଥାନ ପାଇଥିବା ମନ୍ତ୍ରୀ June 9, 2024 Nirvay ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।ମୋଦି ଶପଥ ନେବା ପରେ ତାଙ୍କ ମନ୍ତ୍ରିମଣ୍ଡଳ ମଧ୍ୟ…
ରାଜନୀତି ରାଜ୍ୟ ମୋଦି ୩.୦: ଓଡ଼ିଶାରୁ ସ୍ଥାନ ପାଇଲେ ୩ ମନ୍ତ୍ରୀ June 9, 2024 Nirvay ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ…