Category: ରାଜ୍ୟ

କଟକରେ ମା’ ଦୁର୍ଗାଙ୍କ ମେଲଣ ପାଇଁ ସକାଳ ୭ଟାରୁ ଆସନ୍ତାକାଲି ଭସାଣି ଶେଷ ହେବା ପର୍ଯ୍ୟନ୍ତ ଲାଗୁ ହେଲା ଟ୍ରାଫିକ କଟକଣା

ଆଜି ଧରାପୃଷ୍ଠରୁ ଲୀଳାଖେଳା ଛାଡ଼ି ବାହୁଡିବେ ଜଗତ ଜନନୀ ମା’ ଦୁର୍ଗା। ମା’ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ୍ ସିଟିରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସବୁ ବର୍ଷ ମାନଙ୍କ ଭଳି ଚଳିତବର୍ଷ ମଧ୍ୟ ଭୁବନେଶ୍ୱର ଓ କଟକରେ ଭସାଣ ଉତ୍ସବକୁ ଆକର୍ଷଣୀୟ…

ମା’ ଦୁର୍ଗାଙ୍କ ଭସାଣି ପାଇଁ ଭୁବନେଶ୍ବରରେ ଟ୍ରାଫିକ କଟକଣା; ଜାଣନ୍ତୁ କେଉଁ ପଟେ ଯିବା ଆସିବାର କରାଯାଇଛି ବନ୍ଦୋବସ୍ତ ..

ସରିଲା ଦୁର୍ଗା ପୂଜା। ଆଜି ଧରାପୃଷ୍ଠରୁ ବିଦାୟ ନେବେ ମା’ ଦୁର୍ଗା । ତେଣୁ ମାଆଙ୍କ ଭସାଣୀ ଉତ୍ସବ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ ହୋଇଛି। ଭୁବନେଶ୍ବର ଓ କଟକରେ ଭସାଣି ସମୟରେ ଯାନବାହନର ସୁନିୟନ୍ତ୍ରିତ ଚଳାଚଳ ତଥା…

ନିଜ ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ନେଇ ଗର୍ବ କରନ୍ତୁ ଓଡ଼ିଆ

ବିଶ୍ବରାଜ ନାୟକଙ୍କ କଲମରୁ: ଆମେ ଯେଉଁ ଶାରଦୀୟ ପର୍ବକୁ ଦୁର୍ଗାପୂଜା, ଦଶହରା କହୁ, ଗାଁ ଗହଳିରେ ଏହାକୁ କୁହାଯାଏ ଗୋଷାଣୀ ଯାତ୍ରା। ମାର୍କଣ୍ଡେୟ ପୁରାଣ କୁହେ ଚେଦୀ ବଂଶୀୟ କଳିଙ୍ଗ ରାଜା ଖ୍ରୀଷ୍ଟ ପୂର୍ବ ୩୦୦ ଶତାବ୍ଦୀରେ ପାଳନ କରୁଥିଲେ ଦୁର୍ଗା…

ଓଡ଼ିଆ ଯୁବତୀଙ୍କୁ ଦିଲ୍ଲୀରେ ଦୁଷ୍କର୍ମ ମାମଲା: ଭଲ ଅଛି ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା

ଓଡ଼ିଆ ଯୁବତୀଙ୍କୁ ଦିଲ୍ଲୀରେ ଦୁଷ୍କର୍ମ ମାମଲାରେ ଆବାସିକ କମିଶନର୍‌ ବିଶାଲ ବଗନ୍‌ଙ୍କ ପ୍ରତିକ୍ରିୟା ଦେଇ କହିଛନ୍ତି ପୀଡ଼ିତା ସହ ଯୋଗାଯୋଗରେ ଅଛୁ । ସହଯୋଗ ପାଇଁ ପୀଡ଼ିତାଙ୍କ ପାଖରେ ଆବାସିକ କମିଶନ ଅଫିସର ମଧ୍ୟ ଅଛନ୍ତି ।ପୀଡ଼ିତାଙ୍କ ପରିବାର ସହ ଯୋଗାଯୋଗ…

୨/୪ ଦିନରେ ଆସିବ ରତ୍ନଭଣ୍ଡାର ସର୍ଭେ ରିପୋର୍ଟ; ରତ୍ନ ଥିବା ସ୍ପଷ୍ଟ ହେଲେ ସରକାର ନେବେ ପରବର୍ତ୍ତୀ ନିଷ୍ପତ୍ତି: ପୃଥ୍ବୀରାଜ

ବିଶ୍ବ ପ୍ରସିଦ୍ଧ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଜିପିଆର ସର୍ଭେ ରିପୋର୍ଟକୁ ନେଇ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇ କହିଛନ୍ତି ଆଉ ଦୁଇ କି ଚାରି ଦିନରେ ଆସିବ ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ। ଚଟାଣ ତଳେ କିମ୍ବା କାନ୍ଥରେ…

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମିଳିବ ମହାପ୍ରସାଦ କୁଡୁଆ

ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣାରେ ମିଳିବ ମହାପ୍ରସାଦ କୁଡୁଆ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି…

ରାଜଧାନୀର ୧୦ଟି ସ୍ଥାନକୁ ମିଳିଲା ରାବଣପୋଡ଼ି ପାଇଁ ଅନୁମତି

ଆଜି ଦଶହରା, ବିଜୟଦଶମୀ। ଅସତ୍ୟ ଉପରେ ସତ୍ୟର ଜୟ ପାଇଁ ଦଶହରା ପର୍ବ ପାଳନ କରାଯାଏ। ଆଜି ବିଜୟାଦଶମୀ ଅବସରରେ ଭୁବନେଶ୍ବରର ୧୦ଟି ସ୍ଥାନରେ ରାବଣପୋଡ଼ି ଉତ୍ସବକୁ ମିଳିଲା ଅନୁମତି । ରାବଣପୋଡ଼ି ଅନୁମତି ନେଇ ସୂଚନା ଦେଲେ ଭୁବନେଶ୍ବର ଡିସିପି…

ଯାଜପୁରର ଦୁର୍ଗା ମଣ୍ଡପରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍

ସାରା ରାଜ୍ୟ ମାଆଙ୍କ ଆଗମନରେ ଉତ୍ସବମୁଖର ଥିବା ବେଳେ ଏବେ ଯାଜପୁରରୁ ସାମ୍ନାକୁ ଆସିଛି ମଣ୍ଡପରୁ ଚୋରି ହୋଇଥିବା ଘଟଣା। ମା’ ଜଗଦମ୍ବାଙ୍କୁ ବି ଛାଡ଼ିଲେନି ଦୁର୍ବୃତ । ଦୁର୍ଗାପୂଜା ମଣ୍ଡପରୁ ମା’ ଦୁର୍ଗାଙ୍କ ଅଳଙ୍କାର ଚୋରି କରି ଫେରାର୍ ହୋଇଛନ୍ତି…

ବଢୁଛି ମୋହନଙ୍କ ପରିବାର; ଭାଙ୍ଗୁଛି ନବୀନ ଗଡ଼

ମୋହନ ସରକାରଙ୍କ ପରିବାର ବଢୁଥିବା ବେଳେ ଦିନକୁ ଦିନ ନବୀନ ଗଡ଼ ଭାଙ୍ଗିବାରେ ଲାଗିଛି। ଲୋକେ ନବୀନ ବାବୁଙ୍କ ଉପରେ ଆସ୍ଥା ହରାଉଥିବା ବେଳେ ମୋହନ ସରକାରଙ୍କ ଉପରେ ଅତୁଟ ବିଶ୍ୱାସ ରଖି ବିଜେପି ମୁହାଁ ହେଉଛନ୍ତି। ବିଜେଡି ଶିବିର ଫାଙ୍କା…

ଦୁର୍ଗତିନାଶିନୀ ମା’ ଦୁର୍ଗାଙ୍କ ଧରାବତରଣ

ଦୁର୍ଗାପୂଜାରୁ ଆରମ୍ଭ ହୁଏ ପାର୍ବଣ। ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟର ବିଜୟ ପାଇଁ ଧରାବତରଣ କରନ୍ତି ଦୁର୍ଗତିନାଶିନୀ ମା’ ଦୁର୍ଗା। ଦୁର୍ଗାପୂଜା ଆଶ୍ୱିନ ମାସରେ ପାଳନ ହୁଏ । ଭାରତରେ ପ୍ରତିବର୍ଷ ଦୁଇଥର ଦେବୀ ଦୁର୍ଗାଙ୍କ ପୂଜା ଅନୁଷ୍ଠିତ ହୁଏ…