ତାଜା ଖବର ରାଜ୍ୟ ଏଫ୍ଏମ୍ ଛାତ୍ରୀ ଆତ୍ମାହୁତି ମାମଲା: ତଦନ୍ତରୁ ଅନ୍ତର ହେଲେ ଏସ୍. ସାଇନି August 7, 2025 Papirani ଏଫ୍ଏମ୍ କଲେଜ ଛାତ୍ରୀ ମୃତ୍ୟୁ ମାମଲାରୁ ତଦନ୍ତରୁ ଅନ୍ତର ହେଲେ ଏସ୍. ସାଇନି । ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ମାମଲାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ସିଏଡବ୍ଲ୍ୟୁ ଆଣ୍ଡ ସିଡବ୍ଲ୍ୟୁ ଶାଖା ଆଇଜି ଏସ୍. ସାଇନିକୁ ହଟାଇ…
ତାଜା ଖବର ରାଜ୍ୟ ବଳଙ୍ଗା ପୀଡ଼ିତାକୁ ନ୍ୟାୟ ଦାବିରେ ଆଜି ବିଜେଡିର ୬ ଘଣ୍ଟିଆ ପୁରୀ ବନ୍ଦ ପାଳନ August 7, 2025 Papirani ଆଜି ୬ ଘଣ୍ଟିଆ ପୁରୀ ବନ୍ଦ ପାଳନ। ପୁରୀରେ ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଦେବା ସହ ଅଭିଯୁକ୍ତଙ୍କୁ ଧରିବା ଦାବିରେ ବିଜେଡିର ହରତାଳ। ଗାଡ଼ି, ମୋଟର, ଦୋକାନ ବଜାର ବନ୍ଦ କଲେ ବିଜେଡି କର୍ମୀ। ସକାଳ ୬ ଟାରୁ ଦିନ ୧୨…
ରାଜ୍ୟ ପୂର୍ବତନ ମନ୍ତ୍ରୀ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ August 7, 2025 Nirvay ଆଖି ବୁଜିଲେ ଖଣ୍ଡପଡ଼ା ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ । ପୂର୍ବତନ ଓଡ଼ିଶାର ମନ୍ତ୍ରୀ, ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ଏବଂ ତିନିଥର ବିଧାୟକ ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କ ପରଲୋକ ହୋଇଛି । ହୃଦଜନିତ ସମସ୍ୟା ଯୋଗୁ ଡାକ୍ତରଖାନାରେ…
ରାଜନୀତି ରାଜ୍ୟ ଏକାଠି ହୋଇ ନାରୀଙ୍କୁ ସୁରକ୍ଷା ଦେବ ନାରୀ ନ୍ୟାୟ ବାହିନୀ August 6, 2025 Nirvay ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ଏବଂ ଅପରାଧୀଙ୍କୁ ଗିରଫ ନ କରିବା ଆଦି ବିଷୟକୁ ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଆଜି ସ୍ଥାନୀୟ ବୁଦ୍ଧ ମନ୍ଦିର ଠାରେ ନାରୀ ନ୍ୟାୟ ବାହିନୀ ପକ୍ଷରୁ ଏକ ସାମ୍ୱାଦିକ ସମ୍ମିଳନୀର ଆୟୋଜନ କରିଥିଲେ…
ତାଜା ଖବର ରାଜ୍ୟ ବାଣିଜ୍ୟିକ ପ୍ରତିଷ୍ଠାନର ସାଇନ୍ବୋର୍ଡରେ ଓଡ଼ିଆ ଲେଖା ହେବ ବାଧ୍ୟତାମୂଳକ August 6, 2025 Papirani ବାଣିଜ୍ୟିକ ପ୍ରତିଷ୍ଠାନର ସାଇନ୍ବୋର୍ଡରେ ଓଡ଼ିଆ ଲେଖା ହେବ ବାଧ୍ୟତାମୂଳକ । ଏନେଇ ଗୃହ ନଗର ଉନ୍ନୟନ ବିଭାଗ ସଚିବଙ୍କ ପକ୍ଷରୁ ଚିଠି । ସମସ୍ତ ମହାନଗର ନିଗମ, ପୌରପାଳିକା ଓ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ଚିଠି । ନିୟମକୁ କଡ଼ାକଡ଼ିଭାବେ ପାଳନ…
ରାଜନୀତି ରାଜ୍ୟ ସରକାରଙ୍କ ଦାୟିତ୍ୱହୀନତା ଓ ନିଷ୍କ୍ରିୟତା ପାଇଁ ଜଳୁଛି ଛାତ୍ରୀଙ୍କ ଜୀବନ: ବିଜେଡି August 6, 2025 Nirvay ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ଏବଂ ବଳଙ୍ଗା ନାବାଳିକାଙ୍କୁ ପୋଡ଼ି ମାରିଦେବା ଘଟଣା ଲୋକଙ୍କ ମନରୁ ଲିଭି ନଥିବା ବେଳେ, ଆଜି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବଡ଼ପଡ଼ା ପଞ୍ଚାୟତରେ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ କିରୋସିନ…
ରାଜନୀତି ରାଜ୍ୟ କେନ୍ଦ୍ରାପଡ଼ା ଘଟଣାରେ ଗଠିତ ହେଲା ପିସିସି ଅନୁଧ୍ୟାନ କମିଟି August 6, 2025 Nirvay ରାଜ୍ୟରେ ନାରୀ ନିର୍ଯାତନା ଅଣାୟତ୍ତ ହୋଇଥିବା ବେଳେ ଆଜି କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡ଼ପଡ଼ା ଗ୍ରାମପଞ୍ଚାୟତର କାଠିଆପଡ଼ା ଗ୍ରାମରେ ଆଉ ଏକ ଅଭାବନୀୟ ଘଟଣା ଘଟିଛି । ପୁରୁଷ ବନ୍ଧୁଙ୍କ ଅମାନବୀୟ ନିର୍ଯାତନା ବିରୋଧରେ ଅଭିଯୋଗ ସତ୍ତ୍ୱେ…
ରାଜନୀତି ରାଜ୍ୟ ନିଜ ବିଫଳତା ଉପରୁ ନଜର ହଟାଇବାକୁ ଅଫିସ୍ ବିଲ୍ଡିଂ ଗେରୁଆ କରଣ: ବିଜେଡି August 6, 2025 Nirvay ରାଜ୍ୟର ସମସ୍ତ ସରକାରୀ ଅଫିସ, ଉଭୟ ନୂଆ ଓ ପୁରୁଣାକୁ ଗେରୁଆ ରଙ୍ଗ ଦିଆଯିବ ବୋଲି ରାଜ୍ୟ ବିଜେପି ସରକାରଙ୍କ ଦ୍ୱାରା ଏକ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଜୁ ଜନତା ଦଳ ଦୃଢ଼ ସମାଲୋଚନା କରିଛି । ବିଜୁ ଜନତା…
ତାଜା ଖବର ରାଜ୍ୟ ଖୁବଶୀଘ୍ର ସର୍ବସାଧାରଣ ସ୍ଥାନରେ ଖୋଲାଯିବ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର August 6, 2025 Papirani ସର୍ବସାଧାରଣ ସ୍ଥାନରେ ଖୋଲାଯିବ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର । ପ୍ରଥମେ ସପିଂ ମଲ୍ରେ ବ୍ରେଷ୍ଟ ଫିଡ଼ିଂ ସେଣ୍ଟର ଖୋଲିବାକୁ ବ୍ୟବସାୟୀ ଅନୁଷ୍ଠାନକୁ ଅନୁରୋଧ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଗକୁ ବସ୍ଷ୍ଟାଣ୍ଡ, ରେଳ ଷ୍ଟେସନ, ପରିବା ହାଟ, ବଜାର…
ତାଜା ଖବର ରାଜ୍ୟ ଜିଅନ୍ତା ଜଳିଗଲେ ଯୁବତୀ; ଅଶ୍ଳୀଳ ଫୋଟ ଭାଇରାଲ କରି ପ୍ରେମିକ କରୁଥିଲା ବ୍ଲାକ୍ମେଲିଂ August 6, 2025 Papirani ଘର ଭିତରେ ଜଳିଗଲେ ଯୁବତୀ । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା କାଠିଆପଡ଼ା ଗାଁରେ ଜଣେ ଯୁବତୀ ଘର ଭିତରେ ଜଳିଯାଇଥିବା ଜଣାପଡିଛି । ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ ବୋଲି ଜଣା ପଡିଛି…