Category: ରାଜ୍ୟ

ସୁସ୍ଥ ହେଲେ ଶ୍ରୀଜୀଉ: ଚାଲିଛି ରାଜପ୍ରାସାଦ ବିଜେ ନୀତି

ଆଜି ଅନବସର ଦ୍ୱାଦଶୀ । ଗୁପ୍ତ ଉପଚାର ପରେ ଜ୍ୱରରେ ପୀଡିତ ଶ୍ରୀଜିଉ ସୁସ୍ଥ ହୋଇଛନ୍ତି। ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ସେବାୟତମାନେ ରାଜପ୍ରାସାଦରେ ପହଞ୍ଚିଲେ। ଶ୍ରୀଜିଉଙ୍କ ସୁସ୍ଥ ଖବର ନେଇ ମହାରାଜାଙ୍କୁ ଜଣାଇବେ ସେବାୟତ । ଦଇତାପତି ସେବକମାନେ ଏକ…

ବିଜେଡିରେ ବିଭୀଷଣ କିଏ? ଚାଲିଛି ଆଲୋଚନା

ବିଜେଡିରେ ଅନେକ ବିଭୀଷଣ ଅଛନ୍ତି ଯେଉଁମାନେ ଦଳ ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି । ବୁଧବାର ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକରୁ ବାହାରିବା ବିଜେଡି କର୍ପୋରେଟର ଅମରେଶ ଜେନା ଏଭଳି ମନ୍ତବ୍ୟ ଦେଇଛନ୍ତି । ଏହା ଉପରେ ଆଲୋଚନା…

୬ରୁ ଛେଚିବ ବର୍ଷା

ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନଥିଲେ ମଧ୍ୟ ପ୍ରତିଦିନ କିଛି କିଛି ସ୍ଥାନରେ ହାଲୁକାରୁ ସ୍ୱଳ୍ପ ବର୍ଷା ହୋଇପାରେ। ୫ରୁ କିଛି ମାତ୍ରାରେ ବର୍ଷା ପରିମାଣ ବଢ଼ିପାରେ। ହେଲେ ୬ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି…

ପ୍ରତାପଙ୍କ ଘରେ ବିଜେଡି ନେତାଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ପ୍ରତାପ ଦେବଙ୍କ ବାସଭବନରେ ବିଜେଡି ନେତାଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି। ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ଓ ପ୍ରମିଳା ମଲ୍ଲିକ ଉପସ୍ଥିତ ଥିଲେ। ବିଧାୟକ ସୁଶାନ୍ତ ରାଉତଙ୍କ ସହ କିଛି କର୍ପୋରେଟର ମଧ୍ୟ ଉପସ୍ଥିତ ଥିବା ଜଣାପଡିଛି। ବିଜେଡିରେ ଅନ୍ତଃକନ୍ଦଳ…

ଦରଦାମ ବୃଦ୍ଧିକୁ ନେଇ ବିଜେଡିର ପ୍ରେସମିଟ୍: ଦରଦାମ ନିୟନ୍ତ୍ରଣ ନହେଲେ ଆନ୍ଦୋଳନକୁ ଓହ୍ଲାଇବ ବିଜେଡି

ଶଙ୍ଖ ଭବନରେ ଆଜି ଦରଦାମ ବୃଦ୍ଧିକୁ ନେଇ ପ୍ରେସମିଟ କରିଛି ବିଜେଡି । ପ୍ରେସମିଟ୍ ମାଧ୍ୟମରେ ବିଜେଡି କହିଛି ଦିନକୁ ଦିନ ଦରଦାମ ବୃଦ୍ଧି ଯୋଗୁଁ ସାଧାରଣ ଲୋକଙ୍କୁ ବେଶ ବଢୁଛି ଏବଂ ଲୋକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।…

ରତ୍ନଭଣ୍ଡାର ଖୋଲିବ ନିଶ୍ଚିତ: ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ରତ୍ନଭଣ୍ଡାର ଖୋଲାଯିବା ନେଇ ଆଜି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଏନେଇ ନିଷ୍ପତି ସରିଛି । ମୋଡାଲିଟି ପ୍ରସ୍ତୁତ କରାଯିବା ସହ ଦିନେ ଦୁଇ ଦିନ ମଧ୍ୟରେ ତାରିଖ ଘୋଷଣା ହେବ । ଏନେଇ ସରକାରଙ୍କ…

ଭୁଲ୍ ଇଞ୍ଜେକସନ୍ ଯୋଗୁଁ ନାବାଳକର ମୃତ୍ୟୁ!

କଟକ ମଙ୍ଗଳାବାଗ ଥାନା ଅଞ୍ଚଳର ଏକ ଘରୋଇ ମେଡିକାଲରେ ଉତ୍ତେଜନା । ଭୁଲ୍ ଇଞ୍ଜେକସନ୍ ଯୋଗୁଁ ନାବାଳକର ମୃତ୍ୟୁ ଅଭିଯୋଗ ହୋଇଛି । ମୃତକ ହେଲେ ଯାଜପୁର ଜିଲ୍ଲାର ୧୪ ବର୍ଷୀୟ ରଶ୍ମୀରଞ୍ଜନ ମଲ୍ଲିକ। ଏକ ଅପରେସନ ପାଇଁ ରଶ୍ମୀରଞ୍ଜନ ମେଡିକାଲ…

ଆସାମରେ ତାଣ୍ଡବ କରୁଛି ବନ୍ୟା: ୩୮ ମୃତ

ଆସାମରେ ବନ୍ୟାର ତାଣ୍ଡବ । ଆସାମ ବର୍ତ୍ତମାନ ଏକ ଭୟଙ୍କର ବନ୍ୟା ପରିସ୍ଥିତିର ସାମନା କରୁଛି । ସମ୍ପ୍ରତି ବନ୍ୟା ପରିସ୍ଥିତି ଗମ୍ଭୀର ରହିବା ସହିତ ଏଥିରେ ପ୍ରାୟ ୩୮ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଅନେକ ଅଞ୍ଚଳ ଜଳମଗ୍ନ ହୋଇଛି,…

‘ମୋ ବସ୍’ରେ ଯାତ୍ରାକରି ସମୀକ୍ଷା କଲେ ଗୃହ ନଗର ଉନ୍ନୟନ ମନ୍ତ୍ରୀ

ମୋ ବସ୍‌ରେ ଯାତ୍ରା କରି ସମୀକ୍ଷା କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ ମାଷ୍ଟର କ୍ୟାଣ୍ଟିନରୁ ଗାଡ଼କଣା ଯାଏ ‘ମୋ ବସ୍’ରେ ଯାତ୍ରା କରିଥିବାର ଦେଖିବାକୁ ମିଳିଛି । ତାଙ୍କ ସହ ସଚିବ ଅରୁଣ ବୋଥ୍ରା ମଧ୍ୟ…

ବବି ଓ ପାଣ୍ଡିଆନ ଦଳର କ୍ଷତି କଲେ, କର୍ମଫଳ ଭୋଗିଲେ: ପ୍ରଭାତରଂଜନ ବିଶ୍ବାଳ

ଚୌଦ୍ବାର କଟକରେ ସୌଭିକ ବିଶ୍ବାଳଙ୍କ ବିଜୟ ପାଇଁ କଟକର ମହାନଦୀବିହାରସ୍ଥିତ ସେଲିବ୍ରେସନ ମଣ୍ଡପରେ ଆୟୋଜିତ ବିଜେଡି କର୍ମୀଙ୍କୁ ଧନ୍ୟବାଦ ପ୍ରଦାନ ସମାରୋହରେ ଉଦ୍‌ବୋଧନ ଦେଇ ନିର୍ବାଚନରେ ବିଜେଡିର ପରାଜୟକୁ ନେଇ ସିଧାସଳଖ ଭି. କେ. ପାଣ୍ଡିଆନ ଓ ବିଜେଡିର ସଙ୍ଗଠନ ସଂପାଦକ…