ରାଜ୍ୟ ୮ରୁ ଆରମ୍ଭ ହୋଇପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ପ୍ରକ୍ରିୟା! July 3, 2024 Nirvay ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ଆସନ୍ତା ୪ ତାରିଖରେ ଓଡ଼ିଶା ଆସୁଛନ୍ତି। ୫ ତାରିଖରେ ରତ୍ନଭଣ୍ଡାର ଯାଞ୍ଚ କମିଟିର ବୈଠକ ବସିବ। ଯଦି କମିଟିର ସହମତି ହୁଏ ତା’ହେଲେ ୮ତାରିଖରୁ ରତ୍ନଭଣ୍ଡାର ଖୋଲିବା ନେଇ…
ରାଜ୍ୟ ପୋଲିସ ସହ ଗୁଳି ବିନିମୟ: ୫ ମାଓବାଦୀ ନିହତ July 2, 2024 Nirvay ଛତିଶଗଡ଼ ନାରାୟଣପୁରରେ ପୋଲିସ ସହ ଗୁଳି ବିନିମୟରେ ମଙ୍ଗଳବାର ୫ ମାଓବାଦୀ ନିହତ ହୋଇଛନ୍ତି । ଛତିଶଗଡ଼ ନାରାୟଣପୁର ଜିଲ୍ଲା ଅବୁଝମାଡର ଘାମାଣ୍ଡି ଏବଂ କୁରେଭାଇ ଗ୍ରାମ ମଧ୍ୟରେ ଛତିଶଗଡ଼ର ୪ ଜିଲ୍ଲାରୁ ୧୦୦ରୁ ଊର୍ଦ୍ଧ୍ୱ ଏସ୍ଟିଏଫ୍, ଡିଆର୍ଜି ଓ ସିଆର୍ପିଏଫ୍…
ତାଜା ଖବର ରାଜନୀତି ରାଜ୍ୟ ରାହୁଲଙ୍କ ପୋଷ୍ଟର ଉପରକୁ ଗୋବର ମାଡ଼: ବିଜେପି-କଂଗ୍ରେସ କର୍ମୀ ମୁହାଁମୁହିଁ July 2, 2024 Papirani ଦୁଇ ରାଜନୈତିକ ଦଳ ପାଇଁ ରଣକ୍ଷେତ୍ର ପାଲଟିଲା ରାଜଧାନୀର ମାଷ୍ଟରକ୍ୟାଣ୍ଟିନ୍ । ବିଜେପି କର୍ମୀଙ୍କ ରାହୁଲ ଗାନ୍ଧୀଙ୍କ ପୋଷ୍ଟର ଉପରକୁ ଗୋବର ମାଡ଼କୁ କେନ୍ଦ୍ର କରି ବିଜେପି-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି । ସ୍ଥିତି ଏପରି ହୋଇଯାଇଥିଲା ଯେ ଉଭୟ ଦଳର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ମିଛ ପ୍ରଚାର କରୁଥିଲେ ପ୍ରଧାନମନ୍ତ୍ରୀ: ସୁଲତା ଦେଓ July 2, 2024 Papirani ରାଜ୍ୟସଭାରେ ମୋଦୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ସଂସଦରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ପ୍ରଶ୍ନ ବଣରେ ବିଜେପିକୁ ଘାଇଲା କରିଛନ୍ତି ସୁଲତା, ସେ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିର୍ବାଚନ ସମୟରେ ନବୀନଙ୍କ ସ୍ୱାସ୍ଥ୍ୟବସ୍ଥା…
ତାଜା ଖବର ରାଜନୀତି ରାଜ୍ୟ ପୂର୍ବ ସରକାର ବନ୍ଦ କରିଥିବା ସ୍କୁଲ ନେଇ ତର୍ଜମା ହେବ: ଗଣଶିକ୍ଷା ମନ୍ତ୍ରୀ July 2, 2024 Papirani ପୂର୍ବ ସରକାରଥିବା ବେଳେ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକ ଖୋଲାଯିବ। ଏ ନେଇ ମଙ୍ଗଳବାର ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁଠି ପିଲାଙ୍କୁ ପାଠ ପଢିବା ପାଇଁ ଦୂରକୁ ସ୍କୁଲ ଯିବାକୁ ପଡୁଛି, ଅନ୍ୟପକ୍ଷେ ସ୍ଥାନୀୟ ଲୋକଙ୍କର ଦାବି ଅଣଦେଖା…
ରାଜ୍ୟ ଆଦିତ୍ୟ ମହାପାତ୍ର ନବୀନଙ୍କ ବ୍ୟକ୍ତିଗତ ସଚିବ July 2, 2024 Nirvay ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଦିତ୍ୟ ମହାପାତ୍ରଙ୍କୁ ନିଯୁକ୍ତି ଦିଆଯାଇଛି। ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ। ସୂଚନାଯୋଗ୍ୟ, ନବୀନ ପଟ୍ଟନାୟକ ଯେତେବେଳେ ମୁଖ୍ୟମନ୍ତ୍ରୀ ଥିଲେ, ସେତେବେଳେ ଆଇଏଏସ୍ କାର୍ତ୍ତିକ ପାଣ୍ଡିଆନଙ୍କୁ ବ୍ୟକ୍ତିଗତ…
ରାଜ୍ୟ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ ବିଜେପିର ସମାଲୋଚନା July 2, 2024 Nirvay ସଂସଦରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି ବିଜେପି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସମାଲୋଚନା କରି କହିଛନ୍ତି କଂଗ୍ରେସ ଆତ୍ମସମୀକ୍ଷା କରୁ। କଂଗ୍ରେସ ଶିଷ୍ଟାଚାର ଭୁଲିଯାଇଛି ବୋଲି କହିଲେ ମନମୋହନ। ଆତ୍ମଗର୍ବ, ଅହଂକାର ପାଇଁ କଂଗ୍ରେସର ଅବସ୍ଥା…
ରାଜ୍ୟ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା July 2, 2024 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ରଥଯାତ୍ରା ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କରାଯାଇଛି। ପୁରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏ ନେଇ ସୂଚନା ଦେଇଛନ୍ତି। ଚଳିତବର୍ଷ ଜୁଲାଇ ୭ ଓ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଭୋଜି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପାଖରେ ବିଶାଳ ଦାସ July 2, 2024 Papirani ରାଜନୈତିକ ମାହୋଲରେ ଏବେ ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସ୍ୱର୍ଗତ ନବ ଦାସଙ୍କ ପୁଅ ତଥା ବିଜେଡି ନେତ୍ରୀ ଦୀପାଳି ଦାସଙ୍କ ଭାଇ ବିଶାଳ ଦାସଙ୍କ ଫଟୋ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଛି ଦଳୀୟ ନେତୃବୃନ୍ଦଙ୍କ ସହିତ ଏକ…
ତାଜା ଖବର ରାଜ୍ୟ ସ୍ବାସ୍ଥ୍ୟ ବିଭାଗରଙ୍କ କଡ଼ା ନିର୍ଦ୍ଦେଶ: ୭ ଦିନରେ ଦିଆଯିବ ଦୁଷ୍କର୍ମ ପୀଡ଼ିତାଙ୍କ ଡାକ୍ତର ମାଇନା ରିପୋର୍ଟ July 2, 2024 Papirani ଆକ୍ସନ ମୁଡରେ ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି କଲା ବିଜ୍ଞପ୍ତି । ସରକାରୀ ହସ୍ପିଟାଲ ସମେତ ଘରୋଇ ହସ୍ପିଟାଲଗୁଡ଼ିକୁ ମଧ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କଡ଼ା ନିର୍ଦ୍ଦେଶାନାମା ଜାରି ହୋଇଛି । ଦୁଷ୍କର୍ମ ପୀଡ଼ିତାଙ୍କ ଡାକ୍ତର…