Category: ରାଜ୍ୟ

ଭୁବନେଶ୍ବର ବରମୁଣ୍ଡା ISBT ବସଷ୍ଟାଣ୍ଡ ଡକ୍ଟର ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାମରେ ହେବ ନାମିତ

ଭୁବନେଶ୍ଵର: ଭାରତୀୟ ସମ୍ବିଧାନ ର ଜନକ ତଥା ସାମାଜିକ ନ୍ୟାୟ ର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡା ର ନବନିର୍ମିତ ବସ ଷ୍ଟାଣ୍ଡ .ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଏହା ପ୍ରକାଶ କରିବା…

ଷୋଡଶ ବିଧାନସଭାର ଶେଷ ଅଧିବେଶନ ପାଇଁ ବିଜେପି ବିଧାୟକ ଦଳ ବୈଠକ 

ଭୁବନେଶ୍ୱର: ଆଜିଠୁ ଷୋଡଶ ବିଧାନସଭାର ଶେଷ ଅଧିବେସନ ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ ଜନପ୍ରସଙ୍ଗ, ସାଧାରଣ ଲୋକଙ୍କ ମୈାଳିକ ସମସ୍ୟା ଏବଂ ସାଂପ୍ରତିକ ସାମାଜିକ ଓ ରାଜନୈତିକ ପରିସ୍ଥିତିକୁ ନେଇ ବିଜେପି ବିଧାନସଭା ଅଧିବେସନରେ ପୁଙ୍କାନୁପୁଙ୍ଖ ଆଲୋଚନା କରିବା ସହିତ…

ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ

ଭୁବନେଶ୍ବର : ଆରମ୍ଭ ହେଲା ବିଧାନସଭାର ବଜେଟ୍ ଅଧିବେଶନ। ଅଧିବେଶନ ଆରମ୍ଭରୁ ଦିବଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ ରଘୁବର ଦାସ । ସହିଦ ଯବାନମାନଙ୍କୁ ମଧ୍ୟ ରାଜ୍ୟପାଳ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ବିଧାନସଭାର…

ଶ୍ରୀମନ୍ଦିର ଉତ୍ତର ଦ୍ବାର ଗୁମୁଟରେ ଫାଟ

ଶ୍ରୀମନ୍ଦିର ଉତ୍ତର ଦ୍ୱାର ଗୁମୁଟର ତଳ ଭାଗରେ ଫାଟ। ପଦ୍ମ ପାଖୁଡାରେ ବିରାଟ୍‌ ଫାଟ ସୃଷ୍ଟି ହୋଇଛି। ଯାହା ଭାଙ୍ଗି ଯିବାର ସ୍ଥିତି ସୃଷ୍ଟି ହୋଇଛି। ଏପରିକି ଗୁମୁଟରେ ଯେଉଁ ଭାସ୍କର୍ଯ୍ୟ ଖୋଦିତ ହୋଇଥିଲା, ସେଥିରୁ ପଥର ଖସି ତଳେ ପଡିଛି।…

ମୋଦୀଙ୍କ ଓଡ଼ିଶା ଗସ୍ତ; ଓଡ଼ିଶାରେ ଭାଜପା ନା ବିଜେଡି କରିବ ରାଜ? ଦ୍ଵନ୍ଦ ଦୂର କଲେନି ମୋଦୀ

ଭୁବନେଶ୍ୱର: ପାଖେଇଆସୁଛି ଲୋକସଭା ନିର୍ବାଚନ। ନିର୍ବାଚନକୁ ନେଇ ବିଭିନ୍ନ ଦଳ ମଧ୍ୟ ସେହି ଭଳି ପ୍ରଚାର କରିବା ଆରମ୍ଭ କରିଛନ୍ତି। ବିରୋଧୀ ଦଳ ମଧ୍ୟ ଆଖି ଦେଖାଇ ବସିଛନ୍ତି କିଭଳି ଶାସକ ଦଳକୁ ନିଚା ଦେଖେଇବେ। ଏଇ ସବୁ ଭିତରେ ଚର୍ଚ୍ଚାରେ…

ଆସନ୍ତାକାଲିଠୁ ବିଧାନସଭା; ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲେ DGP

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଆରମ୍ଭ ହେବ ବଜେଟ ଅଧିବେଶନ। ୫ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୩ ଥାକିଆ ସୁରକ୍ଷା ବଳୟ ସହ ବିଧାନସଭା ଓ…

ଓଡ଼ିଶାର ପଦ୍ମ ବିଜେତାଙ୍କୁ ଭେଟିଲେ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଓଡିଶା ଗସ୍ତରେ ଥିଲେ। ସେ ସେଠାରେ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ କଳାକାରଙ୍କୁ ଭେଟିଥିଲେ। ସୋସିଆଲ ମିଡିଆ ପ୍ଲାଟଫର୍ମ ରେ ସେ ଏହି ସୂଚନା ଦେଇଛନ୍ତି। ୨୦୧୭ରେ ପ୍ରଧାନମନ୍ତ୍ରୀ ମୋଦୀ ପଦ୍ମଶ୍ରୀଙ୍କୁ ସଂଗୀତଜ୍ଞ ଶ୍ରୀ ଜିତେନ୍ଦ୍ର…

ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି; ଓଡ଼ିଶାର ବିକାଶ ପାଇଁ ପ୍ରତିଶ୍ରୁତି ଦେଲେ

ସମ୍ବଲପୁର: ସମ୍ବଲପୁର ରେମେଡ୍‌ ସଭାରେ ଆଜି ମୋଦୀ ଜନସାଧାରଣଙ୍କୁ ଭରୋଷା ଦେଇ କହିଛନ୍ତି ଯେ ଯାହାର କେହି ନାହାନ୍ତି ତାର ମୋଦୀ ଅଛନ୍ତି। ଖାଲି ଏତିକି ଯେ ତାହାନୁହେଁ ମୋଦି ଆହୁରି କହିଛନ୍ତି, ଆମ ସରକାର ଓଡ଼ିଶାର ବିକାଶ ପାଇଁ ଅହରହ…

IIM ନୂଆ କ୍ୟାମ୍ପସ ସହ ୧୮ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ମୋଦୀ

ସମ୍ବଲପୁର: ସମ୍ବଲପୁର IIM କ୍ୟାମ୍ପସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚିବା ପରେ ବିଧିବଦ୍ଧ ଭାବେ ନୂଆ କ୍ୟାମ୍ପସର ଲୋକାର୍ପଣ କରିଛନ୍ତି । ଏଥି ସହିତ ଅନ୍ୟ ୧୮ଟି ପ୍ରକଳ୍ପର ମଧ୍ୟ ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ମୋଦୀ; IIMର ନୂଆ କ୍ୟାମ୍ପସର କଲେ ଉଦ୍‌ଘାଟନ

ସମ୍ବଲପୁର: ଦିନିକିଆ ସମ୍ବଲପୁର ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି IIMର ନୂଆ କ୍ୟାମ୍ପସର ବିଧିବଦ୍ଧ ଭାବେ ଉଦ୍‌ଘାଟନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମେ ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରେ ମୋଦିଙ୍କ ବିମାନ ଅବତରଣ…