Category: ବିଶ୍ୱ

Indonesia Earthquake: ଭୂକମ୍ପରେ ଥରିଲା ଇଣ୍ଡୋନେସିଆ

ଆଜି ସକାଳ ୫ଟା ୭ ମିନିଟରେ ଇଣ୍ଡୋନେସିଆରେ ଏକ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର୍ ସିସ୍ମୋଲୋଜିର ସୂଚନା ଅନୁଯାୟୀ, ରିକ୍ଟର ସ୍କେଲରେ ଏହି ଭୂମିକମ୍ପର ତୀବ୍ରତା ୫.୨ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୂପୃଷ୍ଠରୁ…