Category: ବିଶ୍ୱ

ଆଜି ଇସଲାମ୍ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ ବକ୍ରିଇଦ୍

ଆଜି ଇସଲାମ୍ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ ବକ୍ରିଇଦ୍ । ଏହାଛଡ଼ା ଏହାକୁ ବଳିଦାନର ପର୍ବ ବୋଲି ମଧ୍ୟ କୁହାଯାଏ । ସାରା ବିଶ୍ୱରେ ଆଜି ଇସଲାମ୍ ଧର୍ମାବଲମ୍ବୀଙ୍କର ଏହି ପର୍ବ ପାଳନ ହେଉଛି । ବକ୍ରୀଦ ହେଉଛି ଇସଲାମର ଦ୍ୱିତୀୟ ସବୁଠାରୁ…

ଭାରତରେ ଏଲନ୍ ମସ୍କଙ୍କ ‘ଷ୍ଟାରଲିଙ୍କ୍’ କୁ ମିଳିଲା ସାଟେଲାଇଟ୍ ଇଣ୍ଟରନେଟ୍ ଲାଇସେନ୍ସ

ଏଲନ ମସ୍କଙ୍କ କମ୍ପାନୀ ଷ୍ଟାରଲିଙ୍କକୁ ଭାରତର ଦୂରସଂଚାର ମନ୍ତ୍ରଣାଳୟରୁ ଲାଇସେନ୍ସ ମିଳିଛି । ସାଟେଲାଇଟ୍ ଆଧାରିତ ହାଇ ସ୍ପିଡ୍ ଇଣ୍ଟରନେଟ୍ ସେବା ଦେଶର ଦୂର ଅଞ୍ଚଳରେ ପହଞ୍ଚିପାରିବ । ରିଲାଏନ୍ସ ଓ ଭାରତୀ ଏୟାରଟେଲ୍‌ ପରେ ‘ଷ୍ଟାରଲିଙ୍କ୍’ କୁ ମିଳିଲା ଲାଇସେନ୍ସ…

୨୦୨୬ ଏପ୍ରିଲରେ ବାଂଲାଦେଶରେ ସାଧାରଣ ନିର୍ବାଚନ

ବାଂଲାଦେଶରେ ନିର୍ବାଚନ ପାଇଁ ଦାବି ବଢ଼ୁଥିବା ବେଳେ ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ କହିଛନ୍ତି ଯେ ଦେଶର ପରବର୍ତ୍ତୀ ସାଧାରଣ ନିର୍ବାଚନ ୨୦୨୬ ଏପ୍ରିଲ୍‌ ପ୍ରଥମାର୍ଦ୍ଧର ଯେକୌଣସି ଦିନ ହୋଇପାରେ । ଶେଖ୍‌ ହସିନା ସରକାରର ପତନ ପରେ ଏହା…

ମୋଦୀଙ୍କୁ ଜି-୭ ସମ୍ମିଳନୀରେ ଯୋଗ ଦେବାକୁ କାନାଡା ପ୍ରଧାନମନ୍ତ୍ରୀଙ୍କ ନିମନ୍ତ୍ରଣ

କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଫୋନ୍ କରି କାନାଡାର ଆଲବର୍ଟା ପ୍ରଦେଶର କାନାନାସ୍କିସ୍‌ରେ ଅନୁଷ୍ଠିତ ହେବାକୁ ଥିବା ଜି-୭ ଶିଖର ସମ୍ମିଳନୀରେ ଯୋଗଦେବାକୁ ନିମନ୍ତ୍ରଣ କରିଛନ୍ତି । ସୋସିଆଲ ମେଡିଆ ସାଇଟ୍ ‘X’ ରେ ଏକ ପୋଷ୍ଟରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ; ଆମେରିକା ଭାରତ-ପାକ୍‌ ଯୁଦ୍ଧ ରୋକିଥିବା କହିଲେ ଟ୍ରମ୍ପ

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗିରହିଥିବା କଳହ ମଧ୍ୟରେ ପୁଣି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ବୟାନ । ଭାରତ-ପାକିସ୍ତାନ ବିବାଦରେ ବି ନିଜର ଫାଇଦା ଉଠାଇବାକୁ ଲାଗି ପଡ଼ିଛି ଆମେରିକା । ଭାରତ-ପାକିସ୍ତାନ ଯୁଦ୍ଧ ବିରାମ ଲାଗିବାରେ ଆମେରିକାର…

ନାଇଜେରିଆରେ ଭୟଙ୍କର ବନ୍ୟା; ୧୦୦ ମୃତ, ଅନେକ ନିଖୋଜ

ନାଇଜେରିଆରେ ପ୍ରବଳ ବର୍ଷା ଯୋଗୁଁ ଅନେକ ଅଞ୍ଚଳ ଭୟଙ୍କର ବନ୍ୟାରେ ପ୍ରଭାବିତ ହୋଇଛି । ବନ୍ୟା ଯୋଗୁଁ ଅତି କମରେ ୧୦୦ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ନାଇଜର୍‌ର ମୋକୱା ସହରରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ସହର…

ଟ୍ରମ୍ପ୍‌ ପ୍ରଶାସନରୁ ଇସ୍ତଫା ଦେଲେ ଏଲନ୍ ମସ୍କ

ଡୋନାଲ୍ଡ ଟ୍ରମ୍ପ୍ ଓ ଏଲନ୍ ମସ୍କଙ୍କ ସମ୍ପର୍କରେ ଫାଟ । ଟ୍ରମ୍ପଙ୍କ ସର୍ବୋଚ୍ଚ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମସ୍କ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସେ ଏହି ସୂଚନା ଦେଇଛନ୍ତି। ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଧନ୍ୟବାଦ ଜଣାଇ…

‘ଅପରେସନ୍‌ ସିନ୍ଦୂର’ ପରେ ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ୱାର୍‌ ରୁମ୍‌ ଦୃଶ୍ୟ

ଅପରେସନ୍‌ ସିନ୍ଦୂର ପରେ ପ୍ରଥମ ଥର ପାଇଁ ସାମ୍ନାକୁ ଆସିଲା ୱାର ରୁମ୍‌ର ଚିତ୍ର । ଅପରେସନ୍‌ ସିନ୍ଦୂରରେ ପାକିସ୍ତାନର ୯ଟି ଆତଙ୍କୀ କ୍ୟାମ୍ପ ଧ୍ୱଂସର ମନିଟରିଂ କରୁଥିଲେ ତିନି ସେନା ମୁଖ୍ୟ । ପହଲଗାମ ନରସଂହାରକୁ ନେଇ ଅପରେସନ ସିନ୍ଦୂର…

ଆଉ ଜଣେ ପାକିସ୍ତାନୀ ଅଧିକାରୀଙ୍କୁ ଭାରତ ଛାଡିବାକୁ ନିର୍ଦ୍ଦେଶ

ଅଫିସିଆଲ୍‌ ଷ୍ଟାଟସ୍‌ ବାହାରକୁ ଯାଇ କାର୍ଯ୍ୟ କରୁଥିବା ଅଭିଯୋଗରେ ଆଉ ଜଣେ ପାକିସ୍ତାନୀ ଅଧିକାରୀଙ୍କୁ ଭାରତ ଛାଡିବାକୁ କେନ୍ଦ୍ର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ । ପାକିସ୍ତାନ ହାଇ କମିଶନରେ କାର୍ଯ୍ୟରତ ଜଣେ ଅଧିକାରୀଙ୍କୁ ସନ୍ଦେହଜନକ କାର୍ଯ୍ୟକଳାପ ସମ୍ପୃକ୍ତି ନେଇ ୨୪…

ପାକିସ୍ତାନର ପରାଜୟ ସତ୍ତ୍ବେ ସେନା ମୁଖ୍ୟ ମୁନିରଙ୍କୁ ମିଳିଲା ପଦୋନ୍ନତି

ପାକିସ୍ତାନର ପରାଜୟ ସତ୍ତ୍ବେ ପାକ୍‌ ସେନା ମୁଖ୍ୟ ମୁନିରଙ୍କୁ ମିଳିଲା ପଦୋନ୍ନତି। ପାକିସ୍ତାନର ପ୍ରଧାନମନ୍ତ୍ରୀ ଶାହବାଜ ସରିଫ ସେନା ମୁଖ୍ୟ ଆସିମ ମୁନିରଙ୍କୁ ଏକ ବଡ଼ ସଫଳତାରେ ସମ୍ମାନିତ କରିଛନ୍ତି। ଆସିମଙ୍କୁ ଫିଲ୍ଡ ମାର୍ଶଲ ରାଙ୍କକୁ ପ୍ରମୋସନ ସୂଚନା । ଅପରେସନ୍‌…