Category: ବିଶ୍ୱ

ପାକିସ୍ତାନ ବାୟୁସୀମା ବନ୍ଦ କରିବା ପରେ ଡିଜିସିଏ ର ଆଡ୍‌ଭାଇଜରି

ପହଲଗାମ ଆକ୍ରମଣ ପରେ, ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ବନ୍ଦ କରିବା ଭଳି ଅନେକ ବଡ଼ ପଦକ୍ଷେପ ନେବା ପରେ ପାକିସ୍ତାନ ଭାରତୀୟ ବିମାନ ପାଇଁ ତାର ଆକାଶ ସୀମା ବନ୍ଦ କରିଦେଇଛି । ପାକିସ୍ତାନ ବାୟୁସୀମା ବନ୍ଦ କରିବା ପରେ…

ପାକିସ୍ତାନୀଙ୍କୁ ଭାରତ ମନା, ପାକିସ୍ତାନ ସହ ସିନ୍ଧୁ ଜଳ ଚୁକ୍ତି ବାତିଲ

ପହଲଗାମ୍‌ ନରସଂହାର ଘଟଣାକୁ ନେଇ ଦେଶ ସ୍ତବ୍ଧ ପାଲଟି ଯାଇଥିବାବେଳେ ଆଜି ବୈଦେଶିକ ମନ୍ତ୍ରାଳୟ ପାକିସ୍ତାନ ବିରୋଧରେ କଠୋର ପଦକ୍ଷେପ ନେଇଛି । ଦୁଇ ଦେଶ ମଧ୍ୟରେ ସ୍ଵାକ୍ଷରିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରାଯାଇଛି । ଭାରତରେ ରହୁଥିବା ସମସ୍ତ ପାକିସ୍ତାନୀ…

୮୮ ବର୍ଷ ବୟସରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ୍ ଫ୍ରାନ୍ସିସଙ୍କ ପରଲୋକ

ପରଲୋକରେ ଖ୍ରୀଷ୍ଟ ଧର୍ମର ସର୍ବୋଚ୍ଚ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ।ଦୀର୍ଘ ସମୟ ଧରି ରୋଗଗ୍ରସ୍ତ ଥିବା ରୋମାନ କ୍ୟାଥଲିକ ଚର୍ଚ୍ଚର ପ୍ରମୁଖ ପୋପ ଫ୍ରାନସିସଙ୍କ ପରଲୋକ ଘଟିଛି । ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସୋମବାର…

ପ୍ରଥମ ଭାରତୀୟ ଭାବେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର ଯିବେ କ୍ୟାପଟେନ୍‌ ଶୁଭ୍ରାଂଶୁ ଶୁକ୍ଲା

ମହାକାଶ କ୍ଷେତ୍ରରେ ଭାରତ ନୂଆ ଇତିହାସ ରଚିବାକୁ ଯାଉଛି । ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭ୍ରାଂଶୁ ଶୁକ୍ଲା ଅନ୍ତର୍ଜାତୀୟ ମହାକାଶ ଯାତ୍ରା କରିବାରେ ପ୍ରଥମ ଭାରତୀୟ ହେବାକୁ ଯାଉଛନ । ଆଗାମୀ ମାସରେ ISS ର ମହାକାଶ ଯାତ୍ରାରେ ସେ…

ଭୂମିକମ୍ପ ଝଟ୍‌କାରେ ଥରିଲା ଚିଲିର ଉତ୍ତରାଞ୍ଚଳ

ଉତ୍ତର ଚିଲିରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହା ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୭ ରେକର୍ଡ କରାଯାଇଛି। ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓ ସାଇନ୍ସେସ୍ ରିକ୍ଟର ସ୍କେଲରେ ୫.୭ ରେ ଭୂକମ୍ପ ରେକର୍ଡ କରାଯାଇଥିବା ବେଳେ ଭୂମିକମ୍ପ ୧୭୮…

ଭୂମିକମ୍ପ ଝଟକାରେ ଥରିଲା ଆଫଗାନିସ୍ତାନ

ଆଜି ଆଫଗାନିସ୍ତାନରେ ଭୂମିକମ୍ପର ତୀବ୍ର ଝଟକା ଅନୁଭୂତ ହୋଇଛି । ଆଜି ଭୋର ୪ଟା ୪୩ ମିନିଟ ସମୟରେ ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ରିକ୍ଟର ସ୍କେଲରେ ତୀବ୍ରତା ରହିଛି ୬.୪ ବୋଲି ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର…

ସାରା ବିଶ୍ୱରେ ଡାଉନ ହେଲା ହ୍ଵାଟ୍ସଆପ

ସାରା ବିଶ୍ୱରେ ଡାଉନ ହେଲା ହ୍ଵାଟ୍ସଆପ । ମେସେଜିଂ ଆପ୍ ହ୍ଵାଟ୍ସଆପ ସଂଧ୍ୟାରୁ ଡାଉନ୍ ହୋଇଛି । ତେଣୁ ମେସେଜ୍ ପଠାଇବା ସହ ଷ୍ଟାଟସ୍ ଅପଲୋଡିଂରେ ସମସ୍ୟା ଦେଖାଦେଇଛି । ଭାରତ ସମେତ ସାରା ବିଶ୍ୱରେ ଡାଉନ୍ ଅଛି ଏହି ମେସେଜିଂ…

ଆଜି ସେୟାର ବଜାରରେ ଉତ୍ସାହ; ସେନସେକ୍ସ ଓ ନିଫ୍ଟି ରେ ବୃଦ୍ଧି

ଗତ କିଛି ଦିନ ଧରି ସେୟାର ବଜାର ଧରାଶାୟୀ ହୋଇଥିବା ବେଳେ ଆଜି ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି । ୩ ମାସ ପାଇଁ ଡୋନାଲ୍ଡ ଟ୍ରମ୍ପ ଟାରିଫ ସ୍ଥଗିତ ରଖିବାପରେ ସେୟାର ବଜାର ଉପରମୁହାଁ ହୋଇଥିବା ସୂଚନା ମିଳିଛି…

ଭାରତ ପହଞ୍ଚିବା ପରେ ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ତହବୁର ରାଣା ଗିରଫ

୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଅଭିଯୁକ୍ତ ତହୱୁର ହୁସେନ ରାଣା ଆଜି ଆମେରିକାରୁ ପ୍ରତ୍ୟର୍ପିତ ହୋଇ ଭାରତ ପହଞ୍ଚିବା ପରେ ଔପଚାରିକ ଭାବେ ତାକୁ ଏନଆଇଏ (NIA) ଗିରଫ କରିଛି । ତାକୁ ସିଧାସଳଖ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନଆଇଏ) ମୁଖ୍ୟାଳୟକୁ…

ଆମେରିକା ଉତ୍ପାଦ ଉପରେ ୮୪ ପ୍ରତିଶତ ଶୁଳ୍କ ଲଗାଇଲା ଚୀନ

ଆମେରିକା ଉତ୍ପାଦ ଉପରେ ୮୪ ପ୍ରତିଶତ ଟାରିଫ ଲଗାଇଲା ଚୀନ । ଆମେରିକାରୁ ଆମଦାନୀ ହେବାକୁ ଥିବା ସମସ୍ତ ସାମଗ୍ରୀ ଉପରେ ୮୪ ପ୍ରତିଶତ ଟାରିଫ୍ ଲଗାଇଛି ଚୀନ । ୧୦ ତାରିଖ ଅର୍ଥାତ୍ ଆସନ୍ତା କାଲିଠଶରୁ ବର୍ଦ୍ଧିତ ଟାରିଫ ଲାଗୁ…