ଖେଳ ବିଶ୍ୱ ମୈଦାନକୁ ଓଲ୍ହାଇବେ ଓଡ଼ିଆ ପୁଅ ଅଲିମ୍ପିଆନ କିଶୋର August 6, 2024 Nirvay ଅଲିମ୍ପିକ୍ସ ଅଭିଯାନ ଆରମ୍ଭ କରିବେ କିଶୋର ଜେନା । ଜାଭେଲିନ୍ ଥ୍ରୋରେ ନୀରଜଙ୍କ ସହ ମୈଦାନକୁ ଓହ୍ଲାଇବେ ଓଡ଼ିଆ ପୁଅ କିଶୋର ଜେନା। କ୍ବାଲିଫିକେସନ୍ ରାଉଣ୍ଡରେ କମାଲ କରିବା ଲକ୍ଷ୍ୟରେ ରହିଛନ୍ତି କିଶୋର । ଭଲ ପ୍ରଦର୍ଶନ ସହ ପରବର୍ତ୍ତୀ ରାଉଣ୍ଡକୁ…
ଖେଳ ବିଶ୍ୱ ସେମିରେ ଭାରତୀୟ ପୁରୁଷ ହକି ଟିମ August 4, 2024 Nirvay ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତର ଦମଦାର ପ୍ରଦର୍ଶନ ଦେଖିବାକୁ ମିଳୁଛି। ଏହି ଧାରା ବଜାୟ ରଖି ଲଗାତର ଦ୍ୱିତୀୟ ଥର ଅଲିମ୍ପିକ୍ସ ସେମିଫାଇନାଲରେ ପହଂଚିଛି ଭାରତୀୟ ପୁରୁଷ ହକି ଟିମ। ଭାରତ କ୍ୱାର୍ଟର ଫାଇନାଲ ମୁକାବିଲାରେ ପେନାଲିଟି ସୁଟଆଉଟରେ ଗ୍ରେଟ ବ୍ରିଟେନକୁ…
ଖେଳ ତାଜା ଖବର ଦେଶ ବିଶ୍ୱ ତୃତୀୟ ପଦକ ହାସଲରୁ ଅଳ୍ପକେ ରହିଗଲେ ମନୁ ଭାକର August 3, 2024 Papirani ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ର ମିଟର ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ଚତୁର୍ଥ ସ୍ଥାନରେ ରହିଲେ ଭାରତର ମନୁ ଭାକର । ଅଳ୍ପକେ ଭାରତ ହାତରୁ ଖସିଗଲା ଆଉ ଏକ ମେଡାଲ । ଭାରତକୁ ପ୍ୟାରିସ୍ ଅଲିମ୍ପିକ୍ସରେ ଏପର୍ଯ୍ୟନ୍ତ ଦୁଇ ଦୁଇଟି ମେଡାଲ ଦେଇଥିବା…
ତାଜା ଖବର ଦେଶ ବିଶ୍ୱ ମହାକାଶକୁ ଯିବେ ଗଗନଯାତ୍ରୀ ଶୁଭାଂଶୁ ଶୁକ୍ଳା August 2, 2024 Nirvay ମିଶନ ଗଗନଯାନ ପୂର୍ବରୁ ମହାକାଶକୁ ଯିବେ ଗଗନଯାତ୍ରୀ ଶୁଭାଂଶୁ ଶୁକ୍ଳା। ନାସା ପକ୍ଷରୁ ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ଅନ୍ତର୍ଜାତୀୟ ସ୍ପେଶ ଷ୍ଟେସନ (ଆଇଏସଏସ)କୁ ପଠାଇବ ନାସା। ଏହି ମିଶନରେ ଦୁଇ ଜଣ ଭାରତୀୟ ସାମିଲ ହୋଇଛନ୍ତି। ଜଣେ…
ଖେଳ ତାଜା ଖବର ଦେଶ ବିଶ୍ୱ ଅଲିମ୍ପିକ୍ସ ହକିରେ ୫୨ ବର୍ଷ ପରେ ଅଷ୍ଟ୍ରେଲିଆକୁ ହରାଇଲା ଭାରତ August 2, 2024 Papirani ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତର ପୁରୁଷ ହକି ଦଳ ୫୨ ବର୍ଷ ପରେ ଟୋକିଓ ଗେମ୍ସ ରୌପ୍ୟ ପଦକ ବିଜେତା ଅଷ୍ଟ୍ରେଲିଆକୁ ପରାଜିତ କରିବାରେ ସଫଳ ହୋଇଛି । ହକିରେ ଭାରତ ପୁରୁଷ ହକି ଦଳ ତାର ଶେଷ ଲିଗ ମ୍ୟାଚରେ…
ଖେଳ ତାଜା ଖବର ଦେଶ ବିଶ୍ୱ ତୀରନ୍ଦାଜିର ମିଶ୍ରିତ ଦଳ ଇଭେଣ୍ଟର ସେମି ଫାଇନାଲରେ ଭାରତ August 2, 2024 Papirani ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ତୀରନ୍ଦାଜର ମିଶ୍ରିତ ଦଳ ଇଭେଣ୍ଟରେ ସେମି ଫାଇନାଲରେ ଭାରତୀୟ ଯୋଡି ଅଙ୍କିତା ଭକତ-ଧୀରଜ ବୋମ୍ମାଦେୱରା । ଆଜି ଚାଲିଥିବା ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ର ମିଶ୍ରିତ ଦଳ ଇଭେଣ୍ଟରେ ଭାରତୀୟ ଯୋଡି କ୍ୱାର୍ଟର ଫାଇନାଲ ମୁକାବିଲାରେ ସ୍ପେନକୁ…
ଖେଳ ତାଜା ଖବର ଦେଶ ବିଶ୍ୱ ତୃତୀୟ ପଦକ ଲକ୍ଷ୍ୟରେ ଭାରତର ମନୁ ଭାକର August 2, 2024 Papirani ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ର କ୍ରମାଗତ ତୃତୀୟ ପଦକ ଲକ୍ଷ୍ୟରେ ଭାରତର ମନୁ ଭାକର । ଆଜି ୨୫ ମିଟର ଏୟାର ପିସ୍ତଲ ଇଭେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ମନୁ ଭାକର। ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ର ଆଜି ମହିଳା ପିସ୍ତଲ ଇଭେଣ୍ଟର କ୍ୱାଲିଫିକେଶନରେ…
ଖେଳ ତାଜା ଖବର ଦେଶ ବିଶ୍ୱ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪: ୫୦ ମିଟର ସୁଟିଂ ଇଭେଣ୍ଟରେ ଭାରତରକୁ ମିଳିଲା ବ୍ରୋଞ୍ଜ August 1, 2024 Papirani ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ର ୫୦ ମିଟର ପୁରୁଷ ସୁଟିଂ ଇଭେଣ୍ଟରେ ଭାରତର ତାରକା ସୁଟର ସ୍ଵପ୍ନିଲ କୁସାଲେ ତୃତୀୟ ସ୍ଥାନ ହାସଲ କରି ଶୁଟିଂରେ ବ୍ରୋଞ୍ଜ ପଦକ ଜିତିଛନ୍ତି । ପ୍ୟାରିସ୍ ଅଲିମ୍ପିକ୍ସରେ ଏହା ହେଉଛି ଭାରତର ତୃତୀୟ ପଦକ…
ଖେଳ ତାଜା ଖବର ଦେଶ ବିଶ୍ୱ ପ୍ୟାରିସ ଅଲିମ୍ପିକ୍ସ ପୁରୁଷ ହକିରେ ଆୟର୍ଲାଣ୍ଡକୁ ହରାଇଲା ଭାରତ July 30, 2024 Papirani ପ୍ୟାରିସ୍ ଅଲିମ୍ପିକ୍ସରେ ଆଜି ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଖେଳାଯାଇଥିବା ପୁଲ୍ ‘ବି’ ହକି ମ୍ୟାଚ୍ରେ ଭାରତ ବିଜୟ ଲାଭ କରିଛି। ଭାରତୀୟ ହକି ଟିମ୍ ଆଜି ଆୟର୍ଲାଣ୍ଡକୁ ୨-୦ରେ ପରାସ୍ତ କରିଛି । ଭାରତୀୟ ଦଳକୁ ଦ୍ବିତୀୟ ବିଜୟ ମିଳିଛି…
ଖେଳ ତାଜା ଖବର ଦେଶ ବିଶ୍ୱ ଭାରତ ପାଇଁ ଅଲିମ୍ପିକ୍ସରେ ଇତିହାସ ସୃଷ୍ଟି କଲେ ମନୁ ଭାକର July 30, 2024 Papirani ଚଳିତ ବର୍ଷ ପ୍ୟାରିସ୍ ଅଲିମ୍ପିକ୍ସରେ ଆଉ ଏକ ପଦକ ପାଇଲା ଭାରତ। ଭାରତର ମନୁ ଭାକର ଏବଂ ସରବଜୋତ୍ ସିଂ ୧୦ ମିଟର ଏୟାର ପିସ୍ତଲ ମିଶ୍ରିତ ଦଳ ଇଭେଣ୍ଟରେ କୋରିଆକୁ ପରାସ୍ତ କରି ବ୍ରୋଞ୍ଜ ପଦକ ଜିତିଛନ୍ତି । ଭାରତ…