ଖେଳ ତାଜା ଖବର ବିଶ୍ୱ ପାରାଅଲିମ୍ପିକ୍ସର ପଞ୍ଚମ ଦିନରେ ଭାରତକୁ ୮ ପଦକ September 3, 2024 Nirvay ପ୍ୟାରିସ ପାରାଅଲିମ୍ପିକ୍ସରେ ଗୋଟିଏ ଦିନରେ ଭାରତକୁ ୮ ପଦକ ମିଳିଛି । ପଞ୍ଚମ ଦିନରେ ପଦକ ବର୍ଷା ହୋଇଛି । ୨ଟି ସ୍ବର୍ଣ୍ଣ ସହ ଭାରତକୁ ୮ ପଦକ ମିଳିଛି । ବ୍ୟାଡମିଣ୍ଟନରେ ନୀତେଶ କୁମାର ଓ ଜାଭେଲିନରେ ସୁମିତ ଅନ୍ତିଲଙ୍କୁ…
ଖେଳ ଦେଶ ବିଶ୍ୱ ପ୍ୟାରିସ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିଲେ ନୀତେଶ କୁମାର September 2, 2024 Papirani ପ୍ୟାରିସ ପାରା ଅଲିମ୍ପିକ୍ସରେ ରବିବାର ଭାରତକୁ ମିଳିଛି ୪ଟି ପଦକ। ଆଜି ଭାରତକୁ ପାରା ଅଲିମ୍ପିକ୍ସରେ ଗୋଟାଏ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ମିଳିଛି। ପାରାଅଲିମ୍ପିକ୍ସ ହୋଇଥିବା ବ୍ୟାଡମିଣ୍ଟନ ପୁରୁଷ ସିଙ୍ଗଲ ଏସ-ଏଲ ୩ରେ ସ୍ୱର୍ଣ୍ଣ ଜିତିଛନ୍ତି…
ଖେଳ ଦେଶ ବିଶ୍ୱ ପ୍ୟାରିସ୍ ପାରା ଅଲମ୍ପିକ୍ସ: ସୁଟିଂରେ ଭାରତର ଅବନୀ ସ୍ୱର୍ଣ୍ଣ ଏବଂ ମୋନା ପାଇଲେ ବ୍ରୋଞ୍ଜ ପଦକ August 30, 2024 Papirani ପ୍ୟାରିସରେ ଚାଲିଥିବା ପାରା ଅଲିମ୍ପିକ୍ସରେ ମହିଳା ୧୦ ମିଟର ଏୟାର ରାଇଫଲ ପ୍ରତିଯୋଗିତାରେ ଭାରତର ଅବନୀ ଲେଖରା ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ମୋନା ଅଗ୍ରୱାଲ ସମାନ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି। ପ୍ୟାରିସ ପାରା ଅଲମ୍ପିକ୍ ଗେମ୍ସରେ ଭାରତ ଦୁଇଟି ପଦକ…
ତାଜା ଖବର ଦେଶ ବିଶ୍ୱ ପାକିସ୍ତାନ ସୀମାରେ ଖସିପଡ଼ିଲା ଭାରତୀୟ ସେନା ୟୁଏଭି August 23, 2024 Nirvay ପାକିସ୍ତାନ ସୀମାରେ ଖସିପଡ଼ିଲା ଭାରତୀୟ ସେନା ୟୁଏଭି। ଅଭ୍ୟାସ ବେଳେ ଖସିପଡିଥିବା ଜଣାପଡିଛି। ଭାରତୀୟ ସେନାର ଏକ ଚାଳକ ବିହୀନ କ୍ଷୁଦ୍ର ବିମାନ ଖସିପଡ଼ିଲା। ଯାନ୍ତ୍ରିକ ସମସ୍ୟାରୁ ନିୟନ୍ତ୍ରଣ ହରାଇ ପାକିସ୍ତାନ ନିକିଆଲ ସେକ୍ଟରରେ ଖସିପଡିଥିଲା। ପାକିସ୍ତାନ ସେନା ଉକ୍ତ ୟୁଏଭିକୁ…
ତାଜା ଖବର ଦେଶ ବିଶ୍ୱ ରାଜନୀତି ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ August 23, 2024 Papirani ଋଷ-ୟୁକ୍ରେନ ଯୁଦ୍ଧ ଭିତରେ ଆଜି ୟୁକ୍ରେନର ରାଜଧାନୀ କିଭିରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ବତନ୍ତ୍ର ଟ୍ରେନ ଯୋଗେ ପୋଲାଣ୍ଡରୁ ୟୁକ୍ରେନ ପହଞ୍ଚିଛନ୍ତି ମୋଦୀ। ପହଞ୍ଚିବା ପରେ ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନ୍ସ୍କିଙ୍କୁ ଭେଟିଛନ୍ତି ଭରତର ପ୍ରଧାନମନ୍ତ୍ରୀ ମୋଦୀ । କିଭ୍ରେ…
ତାଜା ଖବର ଦେଶ ବିଶ୍ୱ ନଦୀକୁ ଖସିଲା ଭାରତୀୟ ଯାତ୍ରୀବାହୀ ବସ୍; ୧୪ ମୃତ August 23, 2024 Nirvay ନେପାଳର ମାର୍ସାଙ୍ଗଡ଼ି ନଦୀକୁ ଖସିପଡ଼ିଛି ଭାରତୀୟ ଯାତ୍ରୀବାହୀ ବସ। ବସରେ ୪୦ ଜଣ ଭାରତୀୟ ଥିବାବେଳେ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ୧୬ ଜଣଙ୍କୁ ଉଦ୍ଧାର କରାଯାଇଛି। ଶୁକ୍ରବାର ପୋଖରାରୁ ନେପାଳ କାଠମାଣ୍ଡୁକୁ ଯାଉଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍ ନମ୍ବର…
ତାଜା ଖବର ଦେଶ ବିଶ୍ୱ ପୋଲାଣ୍ଡରେ ପହଁଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ August 21, 2024 Papirani ପୋଲାଣ୍ଡରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ପୋଲାଣ୍ଡ ରାଜଧାନୀ ଓ୍ବାର୍ସାରେ ପହଞ୍ଚିବା ପରେ ପୋଲାଣ୍ଡର ଉପବୈଦେଶିକ ମନ୍ତ୍ରୀ ତାଙ୍କୁ ସ୍ଵାଗତ କରିଥିଲେ। ବିଗତ ୪୫ ବର୍ଷ ମଧ୍ୟରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ପୋଲାଣ୍ଡ ଗସ୍ତ। ଏହି…
ଖେଳ ବିଶ୍ୱ ସରିଲା ପ୍ୟାରିସ ଅଲିମ୍ପିକ୍ସ ୨୦୨୪; ୬ଟି ପଦକ ସହ ୭୧ତମ ସ୍ଥାନରେ ଭାରତ August 12, 2024 Nirvay ପ୍ୟାରିସ ଅଲିମ୍ପିକ୍ସ ୨୦୨୪ ରବିବାର ଶେଷ ହୋଇଛି । ୧୬ ଦିନ ଧରି ଚାଲିଥିବା ଖେଳ ମହାକୁମ୍ଭରେ ୨୦୬ ଦେଶ ୩୨ଟି ଖେଳରେ ମଇଦାନକୁ ଓହ୍ଲାଇଥିଲେ । ଆମେରିକା ୪୦ଟି ସ୍ୱର୍ଣ୍ଣ, ୪୪ଟି ରୌପ୍ୟ ଓ ୪୨ଟି ବ୍ରୋଞ୍ଜ ପଦକ ସହ…
ଖେଳ ତାଜା ଖବର ଦେଶ ବିଶ୍ୱ ବିନେଶ ଫୋଗାଟଙ୍କ ଅପିଲ ଉପରେ ନିଷ୍ପତ୍ତି ଅଗଷ୍ଟ ୧୩ରେ August 11, 2024 Papirani ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ରେ ଭାରତୀୟ ମହିଳା କୁସ୍ତିଯୋଦ୍ଧା ବିନେଶ ଫୋଗାଟ ୫୦ କିଲୋଗ୍ରାମ ମହିଳା ଫ୍ରିଷ୍ଟାଇଲ ରେସଲିଂର ଫାଇନାଲ ପୂର୍ବରୁ ମାତ୍ର ୧୦୦ ଗ୍ରାମ ଓଜନ ବୃଦ୍ଧି ଯୋଗୁଁ ଡିସ୍କ୍ୱାଲିଫାଏଡ୍ ହୋଇଥିଲେ। ଡିସ୍କ୍ୱାଲିଫାଏଡ୍ ହେବାରୁ ଯୁଗ୍ମ ରୌପ୍ୟ ପଦକ ପାଇଁ…
ତାଜା ଖବର ଦେଶ ବିଶ୍ୱ କୁସ୍ତିଯୋଦ୍ଧା ବିନେଶ ଫୋଗାଟଙ୍କୁ ମିଳିପାରେ ପଦକ; ଚୁଡାନ୍ତ ନିଷ୍ପତ୍ତିକୁ ଅପେକ୍ଷା August 10, 2024 Papirani ପ୍ୟାରିସ୍ ଅଲିମ୍ପିକ୍ସର ୫୦ କିଲୋଗ୍ରାମ ଓଜନ ବର୍ଗର ମହିଳା କୁସ୍ତି ଫାଇନାଲରେ ପ୍ରବେଶ କରିବା ପରେ ମଧ୍ୟ ନିଜର ଓଜନ ପାଇଁ ଡିସ୍କ୍ୱାଲିଫାଏଡ୍ ହେବାରୁ ଯୁଗ୍ମ ରୌପ୍ୟ ପଦକ ପାଇଁ ଆବେଦନ କରିଥିଲେ ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗାଟ । କୋର୍ଟ…