ଖେଳ ତାଜା ଖବର ଦେଶ ବିଶ୍ୱ ଟି-୨୦ ବିଶ୍ବକପ୍ ଫାଇନାଲରେ ପହଞ୍ଚିଲା ଭାରତ June 28, 2024 Papirani ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଦ୍ବିତୀୟ ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ଭାରତ ଦମଦାର ବିଜୟ ହାସଲ କରିଛି । ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮…
ତାଜା ଖବର ଦେଶ ବିଶ୍ୱ ମହାକାଶରେ ଫଶିକି ରହିଛନ୍ତି ସୁନୀତା ୱିଲିୟମ୍ସ June 27, 2024 Papirani ଭାରତୀୟ ବଂଶଜ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସାଥୀ ବଚ୍ ୱିଲମୋର ବର୍ତ୍ତମାନ ମହାକାଶରେ ଅଟକି ରହିଛନ୍ତି। ଉଭୟ ମହାକାଶଚାରୀ ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନରେ ଏକ ସପ୍ତାହ ବିତାଇବା ପରେ ପୃଥିବୀକୁ ଫେରୁଥିଲେ, ଯେଉଁ ସମୟରେ ସେମାନଙ୍କର ବିମାନ ବୋଇଙ୍ଗ…
ଖେଳ ତାଜା ଖବର ଦେଶ ବିଶ୍ୱ ରାଜ୍ୟ ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ରେ ଓଡ଼ିଶାର ଅମିତ ରୋହିଦାସ June 26, 2024 Papirani ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଦଳ ଘୋଷିତ କରାଯାଇଛି । ଜୁଲାଇ ୨୬ରୁ ପ୍ୟାରିସ ଅଲମ୍ପିକ୍ସ ଆରମ୍ଭ ହେବ। ୨୭ରେ ନ୍ୟୁଜିଲାଣ୍ଡ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ ଭାରତ । ରମନପ୍ରୀତ ସିଂହଙ୍କ ନେତୃତ୍ୱରେ ୧୯ ଜଣିଆ ହକି ଦଳ…
ତାଜା ଖବର ଦେଶ ବିଶ୍ୱ ରାଜନୀତି ରାଜ୍ୟ ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ସାମିଲ୍ ହେଲେ ପ୍ରଧାନମନ୍ତ୍ରୀ, ଓଡିଶାରେ ମୁଖ୍ୟମନ୍ତ୍ରୀଙ୍କ ସହ ନେତା ଓ ମନ୍ତ୍ରୀ June 21, 2024 Papirani ଆଜି ସମଗ୍ର ବିଶ୍ୱରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ଆଜି ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଦିନ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସ…
ତାଜା ଖବର ବିଶ୍ୱ ସ୍ୱାସ୍ଥ୍ୟ ଜାପାନରେ ବ୍ୟାପିଚାଲିଛି ମାଂସ ଖିଆ ଜୀବାଣୁ June 17, 2024 Papirani ବିଶ୍ବରେ ପୁଣି ଏକ ଭୟଙ୍କର ରୋଗ ବ୍ୟାପିବାରେ ଲାଗିଛି । ଦିନକୁ ଦିନ ଏହା ଅଧିକରୁ ଅଧିକ ବ୍ୟାପିବାରେ ଲାଗିଛି । ଚାରିଆଡ଼େ ଡରାଇବା ଆରମ୍ଭ କରିଛି ଗୋଟିଏ ବିରଳ ମାଂସ ଖିଆ ଜୀବାଣୁ। ଏହି ଜୀବାଣୁ ଦ୍ୱାରା ହେଉଥିବା ରୋଗ…
ତାଜା ଖବର ଦେଶ ବିଶ୍ୱ ରାଜ୍ୟ କୁଏତ ବିଲ୍ଡିଂ ଅଗ୍ନିକାଣ୍ଡ: ଦୁଇ ଓଡ଼ିଆ ମୃତକଙ୍କ ମିଳିଲା ପରିଚୟ June 14, 2024 Papirani କୁଏଟ୍ର ଅଲ୍-ମନ୍ଗଫ୍ ସିଟିସ୍ଥିତ ଏକ ବିଲ୍ଡିରେ ଗତକାଲି ନିଆଁ ଲାଗିବାରୁ ୪୫ ଜଣ ଭାରତୀୟ ଶ୍ରମିକ ପ୍ରାଣ ହରାଇଛନ୍ତି। ଅଗ୍ନିକାଣ୍ଡରେ ଦୁଇଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମହମ୍ମଦ ଜହୁର ଓ ସନ୍ତୋଷ ଗୌଡ଼। କଟକ ଜିଲା ତିଗିରିଆ…
ତାଜା ଖବର ବିଶ୍ୱ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ ମହାକାଶଚାରୀ ୱିଲିୟମ ଆଣ୍ଡର୍ସ June 8, 2024 Papirani ଆପୋଲୋ ୮ର ପୂର୍ବତନ ମହାକାଶଚାରୀ ଅବସରପ୍ରାପ୍ତ ମେଜର ଜେନେରାଲ ୱିଲିୟମ ଆଣ୍ଡର୍ସ ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଛନ୍ତି। ଚନ୍ଦ୍ରର ପରିକ୍ରମା କରିଥିବା ପ୍ରଥମ ୩ଜଣ ମହାକାଶଚାରୀଙ୍କ ମଧ୍ୟରୁ ଜଣେ ଥିଲେ ୱିଲିୟମ ଆଣ୍ଡର୍ସ। ସୂଚନା ମୁତାବକ, ଚାଟାର୍ଡ ଫ୍ଲାଇଟ୍…
ବିଶ୍ୱ ମହାକାଶରେ ପହଞ୍ଚିଲେ ସୁନୀତା ୱିଲିୟମ୍ସ June 7, 2024 Nirvay ତୃତୀୟ ଥର ପାଇଁ ମହାକାଶ ଯାତ୍ରା କରି ଇତିହାସ ରଚିଲେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ । ଅନ୍ତରୀକ୍ଷ ସ୍ସେସ ଷ୍ଟେସନ ଅଭିମୁଖେ ଗତ ୫ ତାରିଖ ରାତି ପ୍ରାୟ ୮ ଟା ୨୨ ଟାରେ ବାହାରିଥିବା ବେଳେ ସଠିକ ସମୟରେ…
ତାଜା ଖବର ବିଶ୍ୱ ରାଜନୀତି ହେଲିକପ୍ଟର୍ ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ May 20, 2024 Papirani ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ମୃତ୍ୟୁ ଘଟିଛି । ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଥିବା ସୂଚନା ମିଳିଛି। ଉଭୟଙ୍କ ମୃତ୍ୟୁ ହୋଇଥିବା ଏବଂ ହେଲିକପ୍ଟରର ଭଗ୍ନାବଶେଷ ମିଳିଛି ବୋଲି ଇରାନ ଗଣମାଧ୍ୟମ ଦାବି…
ତାଜା ଖବର ଦେଶ ବିଶ୍ୱ ଆଥଲେଟିକ୍ସ ଫେଡେରେଶନ କପ୍ ୨୦୨୪ ରେ ସ୍ୱର୍ଣ୍ଣ ଜିତିଲେ ନୀରଜ ଚୋପ୍ରା May 15, 2024 Papirani ଜାତୀୟ ଫେଡେରେସନ ଆଥଲେଟିକ୍ ଚାମ୍ପିଅନସିପରେ ସ୍ବର୍ଣ୍ଣ ପଦକ ଜିତିଲେ ନୀରଜ ଚୋପ୍ରା । ଆଜି ସନ୍ଧ୍ୟାରେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ନୀରଜ ଚୋପ୍ରା ଏହି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ଚାଲିଥିବା ଏହି କପରେ ନୀରଜ ୮୨.୨୭ ମିଟର ଜାଭଲିନ୍…