ଖେଳ ତାଜା ଖବର ଦେଶ ବିଶ୍ୱ ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗଟ ଅସୁସ୍ଥ; ହସ୍ପିଟାଲରେ ଭର୍ତ୍ତି August 7, 2024 Papirani ପ୍ୟାରିସ ଅଲିମ୍ପିକ୍ସରେ ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗଟଙ୍କୁ ଧାର୍ଯ୍ୟ ସୀମାଠାରୁ ମାତ୍ର ୧୦୦ ଗ୍ରାମ ଅଧିକ ଓଜନ ହେଇଥିବାରୁ ତାଙ୍କୁ ଆଜି ଫାଇନାଲ ମ୍ୟାଚ ପୂର୍ବରୁ ଅଯୋଗ୍ୟ ଘୋଷଣା କରାଯାଇଛି। ଏହାପରେ ସେ ମୁଣ୍ଡ ବୁଲାଇବା ସହ ଚେତାଶୂନ୍ୟ ହୋଇପଡ଼ିବାରୁ ହସ୍ପିଟାଲରେ…
ଖେଳ ବିଶ୍ୱ ଭାରତକୁ ବଡ଼ ଝଟକା; ଅଯୋଗ୍ୟ ଘୋଷିତ ହେଲେ ବିନେଶ ଫୋଗଟ August 7, 2024 Nirvay ଅଲିମ୍ପିକ୍ସ ଫାଇନାଲରୁ ଆଉଟ ହେଲେ ଭାରତୀୟ କୁସ୍ତି ଯୋଦ୍ଧା ବିନେଶ ଫୋଗଟ। ବିନେଶ ଫାଇନାଲରେ ପହଂଚିବା ପରେ ଡିସ୍କ୍ବାଲିଫାଏଡ୍ ଘୋଷଣା କରାଯାଇଛି । ତାଙ୍କ ଓଜନ ୫୦ କେଜିରୁ ଅଧିକ ଥିବାରୁ ଅଲିମ୍ପିକ୍ସରୁ ଆଉଟ ହୋଇଛନ୍ତି। ୫୦ କେଜିଠାରୁ ବିନେଶ ସାମାନ୍ୟ…
ତାଜା ଖବର ବିଶ୍ୱ ରାଜନୀତି ବାଂଲାଦେଶରେ ଅନ୍ତରୀଣ ସରକାର: ମହମ୍ମଦ ୟୁନୁସଙ୍କୁ ଦାୟିତ୍ୱ August 7, 2024 Nirvay ବାଂଲାଦେଶ ସ୍ଥିତି ଅଣାୟତ୍ତ। ରାଜନୈତିକ ଅସ୍ଥିରତା ଓ ହିଂସା ମଧ୍ୟରେ ଗଠନ ହୋଇଛି ଅନ୍ତରୀଣ ସରକାର । ଏହାର ନେତୃତ୍ବ ନେବେ ନୋବେଲ୍ ବିଜେତା ମହମ୍ମଦ ୟୁନୁସ । ମଙ୍ଗଳବାର ତାଙ୍କୁ ବାଂଲାଦେଶର ଅନ୍ତରୀଣ ସରକାର ଚଳାଇବା ପାଇଁ ନେତା ଭାବେ…
ଖେଳ ତାଜା ଖବର ବିଶ୍ୱ ହକି ସେମିଫାଇନାଲରେ ହାରିଲା ଭାରତ; ବ୍ରୋଞ୍ଜ ପଦକ ପାଇଁ ସ୍ପେନ ସହ ଲଢ଼ିବ August 7, 2024 Nirvay ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବା ଆଶା ଅଧୁରା ରହିଲା । ହକି ସେମିଫାଇନାଲରେ ଜର୍ମାନୀଠୁ ୩-୨ରେ ହାରିଲା ଭାରତ । ଏବେ ବି ଟିମ ଇଣ୍ଡିଆ ପାଇଁ ଆଶା ରହିଛି। ଅଗଷ୍ଟ ୮ରେ ବ୍ରୋଞ୍ଜ ମେଡାଲ ପାଇଁ ସ୍ପେନ ସହ…
ଖେଳ ତାଜା ଖବର ବିଶ୍ୱ ଫାଇନାଲରେ ଭାରତୀୟ କୁସ୍ତି ଯୋଦ୍ଧା ବିନେଶ August 6, 2024 Nirvay ପଦକ ଲକ୍ଷ୍ୟରେ ଭାରତୀୟ କୁସ୍ତି ଯୋଦ୍ଧା ବିନେଶ ଫୋଗଟ। ସେମି ଫାଇନାଲରେ ସେ କ୍ୟୁବାର କୁସ୍ତି ଯୋଦ୍ଧାଙ୍କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛନ୍ତି। ସେ ହେଉଛନ୍ତି ପ୍ରଥମ ଭାରତୀୟ ମହିଳା ରେସଲର ଯିଏ ଅଲିମ୍ପିକ୍ ଫାଇନାଲ ଖେଳିବେ। ମହିଳା ୫୦…
ଖେଳ ତାଜା ଖବର ଦେଶ ବିଶ୍ୱ ମହିଳା କୁସ୍ତିର ସେମିଫାଇନାଲରେ ପ୍ରବେଶ କଲେ ଭାରତର ଭିନେଶ ଫୋଗଟ୍ August 6, 2024 Papirani ପ୍ୟାରିସ ଅଲିମ୍ପିକ୍ସର ମହିଳା କୁସ୍ତିର ସେମିଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ଭିନେଶ ଫୋଗଟ୍ । ଅଲିମ୍ପିକ୍ ଚାମ୍ପିଅନ୍ ତଥା ଚାରିଥର ବିଶ୍ୱ ଚାମ୍ପିଅନ୍ ଜାପାନର ୟୁୟୁ ସୁସାକିଙ୍କୁ ୩-୨ରେ ହରାଇଥିଲେ କ୍ବାର୍ଟରଫାଇନାଲରେ ପ୍ରବେଶ କରିଥିଲେ । ମହିଳା ୫୦ କେଜି ବର୍ଗରେ…
ଖେଳ ତାଜା ଖବର ଦେଶ ବିଶ୍ୱ ରାଜ୍ୟ ଜାଭେଲିନ ଥ୍ରୋରେ ଫାଇନାଲକୁ ପ୍ରବେଶ କରିପାରିଲେନି ଓଡ଼ିଆ ପୁଅ କିଶୋର ଜେନା August 6, 2024 Papirani ପ୍ୟାରିସ ଅଲିମ୍ପିକ୍ସର ଜାଭେଲିନ ଥ୍ରୋ ଇଭେଣ୍ଟର ଫାଇନାଲ ପ୍ରବେଶ କରିପାରିଲେନି ଓଡ଼ିଆ ପୁଅ କିଶୋର ଜେନା । ଆଜି ଯୋଗ୍ୟତା ପର୍ଯ୍ୟାୟର ଗ୍ରୁ ଏରେ ଥିବା କିଶୋର ପ୍ରଥମ ପ୍ରୟାସରେ ୮୦.୭୩ ମିଟରକୁ ଜାଭେଲିନ ଫିଙ୍ଗି ଥିଲେ। ଦ୍ୱିତୀୟ ପ୍ରୟାସରେ ସେ…
ଖେଳ ତାଜା ଖବର ଦେଶ ବିଶ୍ୱ ଜାଭେଲିନ ଥ୍ରୋ ଫାଇନାଲରେ ଭାରତର ନୀରଜ ଚୋପ୍ରା August 6, 2024 Papirani ଚଳିତ ପ୍ୟାରିସ୍ ଅଲମ୍ପିକ୍ସରେ ଆଜି ଜାଭେଲିନ ଥ୍ରୋ ଏଭେଣ୍ଟରେ ଫାଇନାଲରେ ପ୍ରବେଶ କରିଛନ୍ତି ଭାରତର ନୀରଜ ଚୋପ୍ରା । ଆଜି କ୍ୱାଲିଫାୟରର ପ୍ରଥମ ଥ୍ରୋ ରେ ସେ ୮୯.୩୪ ମିଟର ଦୂରତାରେ ଥ୍ରୋ ପକାଇ ଫାଇନାଲରେ ପ୍ରବେଶ କରିଛନ୍ତି । ଚଳିତ…
ଖେଳ ବିଶ୍ୱ ମୈଦାନକୁ ଓଲ୍ହାଇବେ ଓଡ଼ିଆ ପୁଅ ଅଲିମ୍ପିଆନ କିଶୋର August 6, 2024 Nirvay ଅଲିମ୍ପିକ୍ସ ଅଭିଯାନ ଆରମ୍ଭ କରିବେ କିଶୋର ଜେନା । ଜାଭେଲିନ୍ ଥ୍ରୋରେ ନୀରଜଙ୍କ ସହ ମୈଦାନକୁ ଓହ୍ଲାଇବେ ଓଡ଼ିଆ ପୁଅ କିଶୋର ଜେନା। କ୍ବାଲିଫିକେସନ୍ ରାଉଣ୍ଡରେ କମାଲ କରିବା ଲକ୍ଷ୍ୟରେ ରହିଛନ୍ତି କିଶୋର । ଭଲ ପ୍ରଦର୍ଶନ ସହ ପରବର୍ତ୍ତୀ ରାଉଣ୍ଡକୁ…
ଖେଳ ବିଶ୍ୱ ସେମିରେ ଭାରତୀୟ ପୁରୁଷ ହକି ଟିମ August 4, 2024 Nirvay ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତର ଦମଦାର ପ୍ରଦର୍ଶନ ଦେଖିବାକୁ ମିଳୁଛି। ଏହି ଧାରା ବଜାୟ ରଖି ଲଗାତର ଦ୍ୱିତୀୟ ଥର ଅଲିମ୍ପିକ୍ସ ସେମିଫାଇନାଲରେ ପହଂଚିଛି ଭାରତୀୟ ପୁରୁଷ ହକି ଟିମ। ଭାରତ କ୍ୱାର୍ଟର ଫାଇନାଲ ମୁକାବିଲାରେ ପେନାଲିଟି ସୁଟଆଉଟରେ ଗ୍ରେଟ ବ୍ରିଟେନକୁ…