ଖେଳ ବିଶ୍ୱ ନ୍ୟୁଜିଲାଣ୍ଡକୁ ହରାଇ ପୁରୁଷ ହକିରୁ ଭାରତର ବିଜୟ ଅଭିଯାନ ଆରମ୍ଭ July 28, 2024 Nirvay ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ହକି ଦଳ ପ୍ରଥମ ମ୍ୟାଚରୁ ବିଜୟ ଅଭିଯାନ ଆରମ୍ଭ କରିଛି । ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୩-୨ ଗୋଲରେ ପରାସ୍ତ କରିଛି ଭାରତୀୟ ଦଳ। ଖେଳ ଶେଷ ହେବାକୁ କିଛି ସମୟ ଥିଲାବେଳେ ଅନ୍ତିମ…
ତାଜା ଖବର ଦେଶ ବିଶ୍ୱ ରାଜନୀତି ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଉପରାଷ୍ଟ୍ରପତି କମଲା ହାରିସ୍ July 27, 2024 Papirani ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଭାରତୀୟ ବଂଶୋଦ୍ଭବ କମଲା ହାରିସ । ଡେମୋକ୍ରାଟିକ୍ ପାର୍ଟି ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି କମଲା ହାରିସ୍ । ଏନେଇ ନିଜେ ସୋସିଆଲ ମଡିଆରେ ସୂଚନା ଦେଇଛନ୍ତି ଉପରାଷ୍ଟ୍ରପତି କମଲା ହାରିସ୍ । ପ୍ରଥମ କୃଷ୍ଣକାୟ…
ଖେଳ ତାଜା ଖବର ଦେଶ ବିଶ୍ୱ ରାଜ୍ୟ ମହା ସମାରୋହରେ ଉଦଘାଟିତ ହୋଇଛି ପ୍ୟାରିସ ଅଲିମ୍ପିକ୍ସ-୨୦୨୪ July 27, 2024 Papirani ଗତକାଲି ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି ପ୍ୟାରିସ ଅଲିମ୍ପିକ୍ସ-୨୦୨୪ । ଜୁଲାଇ ୨୬ରୁ ଆରମ୍ଭ ହୋଇଥିବା ପ୍ୟାରିସ ଅଲିମ୍ପିକ୍ସ ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତିଯୋଗୀଙ୍କ ପାଇଁ ଅପେକ୍ଷା କରିଛି ୩୨୯ ସ୍ବର୍ଣ୍ଣ ପଦକ । ଏଥର ଷ୍ଟାଡିୟମରେ…
ତାଜା ଖବର ଦେଶ ବିଶ୍ୱ ରାଜନୀତି ରାଜ୍ୟ କାରଗିଲ ବିଜୟ ଦିବସ ପାଳନ; ରାଷ୍ଟ୍ର ସର୍ବୋପରୀ’ ବୋଲି କାରଗିଲ ଯୁଦ୍ଧ ଆମ ସମସ୍ତଙ୍କୁ ଶିକ୍ଷା ଦେଇଛି: ସମୀର ମହାନ୍ତି July 26, 2024 Papirani ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ଆଗକୁ ବଢିବାର ଶିକ୍ଷା ଦେଇଛି କାରଗିଲ୍ ଯୁଦ୍ଧ । କାରଗିଲ ଯୁଦ୍ଧ ବିଜୟ ଭାରତୀୟ ଇତିହାସର ଏକ ଅବିସ୍ମରଣୀୟ ଦିନ । ୬୦ ଦିନ ଧରି ଚାଲିଥିବା ଏହି ଯୁଦ୍ଧରେ ଭାରତୀୟ ସୈନ୍ୟମାନେ ନିଜର ପରାକାଷ୍ଠା…
ତାଜା ଖବର ବିଶ୍ୱ ୧୯ ଯାତ୍ରୀଙ୍କୁ ନେଇ ଉଡ଼ାଣ ଭରିବାବେଳେ ବିମାନ ଦୁର୍ଘଟଣାଗ୍ରସ୍ତ July 24, 2024 Nirvay ନେପାଳର ରାଜଧାନୀ କାଠମାଣ୍ଡୁରେ ବୁଧବାର ବଡ ଧରଣର ଅଘଟଣ ଘଟିଛି । ଉଡାଣ ଭରିଥିବା ବିମାନ ଦୁର୍ଘଟଣାଗ୍ରସ୍ତ ପରେ ନିଆଁ ଲାଗିଯାଇଛି । ଏଥିରେ ୧୯ ଜଣ ଯାତ୍ରୀ ଥିଲେ। ନେପାଳର କାଠମାଣ୍ଡୁ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡାଣ ଭରିଥିବା ଏକ…
ତାଜା ଖବର ଦେଶ ବିଶ୍ୱ ରାଜନୀତି ରାଜ୍ୟ ଏସିଆ ପାସିଫିକ୍ ଗ୍ରୁପ୍ ଆଇପିୟୁ ଉପସଭାପତି ହେଲେ ସାଂସଦ ଅପରାଜିତା ଷଡଙ୍ଗୀ July 24, 2024 Papirani ଭୁବନେଶ୍ବରର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ହେଲେ ଏସିଆ ପାସିଫିକ୍ ଗ୍ରୁପ୍ ଆଇପିୟୁ ଉପସଭାପତି। ଅପରାଜିତା ଷଡଙ୍ଗୀ ଅନ୍ତଃସଂସଦୀୟ ୟୁନିୟନ ( ଆଇପିୟୁ)ର କାର୍ଯ୍ୟକାରିଣୀ କମିଟି ଦ୍ଵାରା ମନୋନୀତ ହୋଇଥିବା ସୂଚନା ମିଳିଛି। ବାଚସ୍ପତି ଓମ୍ ବିର୍ଲାଙ୍କ ଜରିଆରେ ସୂଚନା ପାଇଥିବା…
ବିଶ୍ୱ ୨୨ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି July 19, 2024 Nirvay ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ଜୁଲାଇ ୨୨ ତାରିଖ ସୋମବାରଠାରୁ ଆରମ୍ଭ ହେଉଛି। ତେଣୁ ସେହିଦିନ ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ଲୋକଙ୍କ ଅବଗତି ନିମନ୍ତେ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଏହି…
ବିଶ୍ୱ ମାଇକ୍ରୋସଫ୍ଟ ସର୍ଭର ଡାଉନ; ବିମାନସେବା ପ୍ରଭାବିତ July 19, 2024 Nirvay ମାଇକ୍ରୋସଫ୍ଟର ସର୍ଭର ଡାଉନ୍ ହେତୁ ସମଗ୍ର ବିଶ୍ୱ ଏବେ ଠପ୍ । ଦିଲ୍ଲୀ ଏବଂ ମୁମ୍ବାଇ ସମେତ ବିଦେଶରେ ବିମାନ ସେବା ମଧ୍ୟ ପ୍ରଭାବିତ ହୋଇଛି। ଭୁବନେଶ୍ବରରେ ବି ବିମାନ ସେବା ପ୍ରଭାବିତ ହୋଇଛି। ଏ ନେଇ ସୂଚନା ଦେଇଛନ୍ତି ବିମାନବନ୍ଦର…
ବିଶ୍ୱ ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ମୋଦିଙ୍କ ପ୍ରତିକ୍ରିୟା July 14, 2024 Nirvay ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରାଲିରେ ଗୁଳି ମାଡ଼ ହୋଇଛି। ପେନସିଲଭାନିଆରେ ଟ୍ରମ୍ପଙ୍କ ରାଲି ସମୟରେ ଗୁଳି ମାଡ଼ ହୋଇଛି। ଟ୍ରମ୍ପଙ୍କ କାନରେ ଗୁଳି ବାଜି ରକ୍ତସ୍ରାବ ହୋଇଥିବା ଭାଇରାଲ ହୋଇଥିବା ଦେଖିବାକୁ ମିଳୁଛି। ରାଲିରେ ଉପସ୍ଥିତ ଥିବା ବ୍ୟକ୍ତିଙ୍କ…
ତାଜା ଖବର ଦେଶ ବିଶ୍ୱ ବିମାନରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ July 11, 2024 Papirani ପାକିସ୍ତାନ ପେଶାୱର ବିମାନବନ୍ଦରରେ ସୌଦି ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନରେ ଅଗ୍ନିକାଣ୍ଡ । ପାକିସ୍ତାନର ପେଶାୱର ଏୟାରପୋର୍ଟରେ ଲ୍ୟାଣ୍ଡିଂ ବେଳେ ଲାଗି ଯାଇଥିଲା ନିଆଁ । ବିମାନରେ ୨୭୫ ଯାତ୍ରୀ ଓ କ୍ୟାବିନ କ୍ରୁର ୨୧ ଜଣ ରହିଥିଲେ । ଏହି…