ବିଶ୍ୱ ୧୮କୁ ଘୁଞ୍ଚିଲା ନିଟ୍ ୟୁଜି ମାମଲାର ଶୁଣାଣି July 11, 2024 Nirvay ସୁପ୍ରିମକୋର୍ଟରେ ନିଟ୍ ୟୁଜି ମାମଲାର ଶୁଣାଣି ଘୁଞ୍ଚିଛି। କିଛି ପ୍ରତିପକ୍ଷ ସତ୍ୟପାଠ ପାଇ ନଥିବାରୁ ଏହି ଶୁଣାଣି ଘୁଞ୍ଚିଥିବା ଜଣାପଡ଼ିଛି। କେନ୍ଦ୍ର ଓ ନିଟ୍ ଦେଇଥିବା ସତ୍ୟପାଠକୁ ପ୍ରତିପକ୍ଷ ପାଇନାହାନ୍ତି। ତେଣୁ ଏହି ମାମଲାର ଶୁଣାଣି ଆସନ୍ତା ୧୮ ତାରିଖକୁ ଘୁଞ୍ଚିଛି।…
ଖେଳ ତାଜା ଖବର ଦେଶ ବିଶ୍ୱ ପାକିସ୍ତାନରେ ଚମ୍ପିଆନ୍ସ ଟ୍ରଫି ଖେଳିବା ପାଇଁ ନ ଯାଇପାରେ ଭାରତୀୟ ଟିମ୍ July 11, 2024 Papirani ଆସନ୍ତା ବର୍ଷ ପାକିସ୍ତାନରେ ଚମ୍ପିଆନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି । ପାକିସ୍ତାନ ବଦଳରେ ଶ୍ରୀଲଙ୍କା କିମ୍ବା ଦୁବାଇରେ ମ୍ୟାଚ କରାଇବାକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ଅନୁରୋଧ…
ବିଶ୍ୱ ରାଜ୍ୟ ଜାପାନରେ ଗାଡ଼ି ଚଳାଇବେ ଓଡ଼ିଶା ଡ୍ରାଇଭର July 10, 2024 Nirvay ଓଡ଼ିଶାର ଚାଳକଙ୍କୁ ବିଦେଶରେ ମିଳିଛି ନିଯୁକ୍ତିର ସୁଯୋଗ। ଜାପାନରେ ଉଚ୍ଚ ବେତନ ଓ ସୁବିଧା ସହ ଚାକିରି କରିବାକୁ ଯିବେ ଜଣେ ମହିଳାଙ୍କ ସମେତ ୩୦ ଜଣ ଚାଳକ। ଯାହା ସାରା ଦେଶରେ ପ୍ରଥମ। ଖାରବେଳ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ସଫଳତା…
ତାଜା ଖବର ଦେଶ ବିଶ୍ୱ ରାଜନୀତି ଅଷ୍ଟ୍ରିଆରେ ବନ୍ଦେ ମାତରଂ ଗାନକରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କରାଗଲା ସ୍ଵାଗତ July 10, 2024 Papirani ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଅଷ୍ଟ୍ରିଆର ରାଜଧାନୀ ଭିଏନାରେ ପହଞ୍ଚିଛନ୍ତି। ଆଜି ଅଷ୍ଟ୍ରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭବ୍ୟସ୍ୱାଗତ କରାଯାଇଛି ।ପ୍ରାୟ ୪୦ ବର୍ଷ ପରେ, ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଶେଷ…
ତାଜା ଖବର ବିଶ୍ୱ ରାଜ୍ୟ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କ ଦୁଇ ପୁଅ ହତ୍ୟା ମାମଲା: ଓଡ଼ିଶା ସରକାରକୁ ଜବାବ ତଲବ July 9, 2024 Papirani ବହୁ ଚର୍ଚ୍ଚିତ ଅଷ୍ଟ୍ରେଲୀୟ ମିସନାରୀ ଗ୍ରାହାମ ଷ୍ଟେନ୍ସ ଓ ତାଙ୍କ ଦୁଇ ଶିଶୁପୁତ୍ରର ହତ୍ୟା ମାମଲାରେ ଓଡ଼ିଶା ସରକାରଙ୍କଠାରୁ ଜବାବ ମାଗିଲେ ସୁପ୍ରିମକୋର୍ଟ । ୬ ସପ୍ତାହ ଭିତରେ ଜବାବ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ୧୯୯୯ରେ ଗ୍ରାହାମ ଷ୍ଟେନ୍ସ ଓ…
ତାଜା ଖବର ଦେଶ ବିଶ୍ୱ ରାଜନୀତି ୨ ଦିନିଆ ରୁଷିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି July 8, 2024 Papirani ୨୨ତମ ଭାରତ-ରୁଷିଆ ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ରୁଷ ଗସ୍ତରେ ଯାଉଛନ୍ତି । ରୁଷ-ୟୁକ୍ରେନ ଯୁଦ୍ଧ ପରେ ଏହା ମୋଦୀଙ୍କ ପ୍ରଥମ ରୁଷ ଗସ୍ତ ହେବ । ମସ୍କୋରେ ଜୁଲାଇ…
ତାଜା ଖବର ବିଶ୍ୱ ରାଜ୍ୟ ଜନ୍ମ ବେଦୀ ଅଭିମୁଖେ ଆଗେଇ ଚାଲିଛନ୍ତି ତିନି ଠାକୁର July 8, 2024 Papirani ବଡ଼ଦାଣ୍ଡରେ ପୁଣି ଗଡ଼ିଲା ୩ ଠାକୁରଙ୍କ ରଥ । ଭାଇ-ଭଉଣୀଙ୍କ ସହିତ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରାରେ ମହାପ୍ରଭୁ ଜଗନ୍ନାଥ । ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର । ପଛେପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ।…
ଦେଶ ବିଶ୍ୱ ରାଜନୀତି ବ୍ରିଟେନର ସାଧାରଣ ନିର୍ବାଚନରେ ହାରିଲେ ଋଷି ସୁନକ July 5, 2024 Papirani ଦୀର୍ଘ ବର୍ଷ ପରେ ବ୍ରିଟେନରେ ବଦଳି ଯାଇଛି ସତ୍ତା। ନୂଆ ଇତିହାସ ରଚିଛି ଲେବର୍ ପାର୍ଟି। ଗତକାଲି ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କୋଟି କୋଟି ଜନତା ମତାଧିକାର ସାବ୍ୟସ୍ତ କରିଛନ୍ତି। ବ୍ରିଟେନରେ ହୋଇଥିବା ସାଧାରଣ ନିର୍ବାଚନରେ କେର୍ ଷ୍ଟାର୍ମରଙ୍କ ଲେବର…
ଖେଳ ତାଜା ଖବର ଦେଶ ବିଶ୍ୱ ଟି-୨୦ ବିଶ୍ବକପ୍ ଫାଇନାଲରେ ପହଞ୍ଚିଲା ଭାରତ June 28, 2024 Papirani ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଦ୍ବିତୀୟ ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ଭାରତ ଦମଦାର ବିଜୟ ହାସଲ କରିଛି । ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮…
ତାଜା ଖବର ଦେଶ ବିଶ୍ୱ ମହାକାଶରେ ଫଶିକି ରହିଛନ୍ତି ସୁନୀତା ୱିଲିୟମ୍ସ June 27, 2024 Papirani ଭାରତୀୟ ବଂଶଜ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସାଥୀ ବଚ୍ ୱିଲମୋର ବର୍ତ୍ତମାନ ମହାକାଶରେ ଅଟକି ରହିଛନ୍ତି। ଉଭୟ ମହାକାଶଚାରୀ ଅନ୍ତର୍ଜାତୀୟ ସ୍ପେସ୍ ଷ୍ଟେସନରେ ଏକ ସପ୍ତାହ ବିତାଇବା ପରେ ପୃଥିବୀକୁ ଫେରୁଥିଲେ, ଯେଉଁ ସମୟରେ ସେମାନଙ୍କର ବିମାନ ବୋଇଙ୍ଗ…