ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି । ବିମାନ ବନ୍ଦରକୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ ଅନୁମୋଦନ କରିଛନ୍ତି । ଏହି ବିମାନ ବନ୍ଦର ହେବା ଫଳରେ ଭାରତର ପ୍ରମୁଖ ସହରକୁ ସିଧାସଳଖ ଯୋଗାଯୋଗ ବୃଦ୍ଧି ହେବ । ପୁରୀରେ ଏକ ବିମାନବନ୍ଦର ପ୍ରତିଷ୍ଠା ନିଷ୍ପତ୍ତି ଏହି ଅଞ୍ଚଳରେ ଧାର୍ମିକ ପର୍ଯ୍ୟଟନ, ଆଞ୍ଚଳିକ ବିକାଶ ଏବଂ ସାମଗ୍ରିକ ସଂଯୋଗୀକରଣକୁ ଏକ ପ୍ରମୁଖ ପ୍ରୋତ୍ସାହନ ପ୍ରଦାନ କରିବ । Post navigation କୋରାପୁଟ ଛାତ୍ରାବାସରେ ଦୁଷ୍କର୍ମର ଶୀକାର ହୋଇଥିବା ପୀଡିତାଙ୍କୁ ନ୍ୟାୟ ଦେବାକୁ ବିଜେଡିର ଦାବି ଦୀଘାରେ ଜଗନ୍ନାଥ ମନ୍ଦିର ସମ୍ମୁଖରେ ଲାଗିଲା ସ୍ଥାୟୀ ଜଗନ୍ନାଥ ଧାମ ହୋର୍ଡିଂ