Centre extends DRDO Chief Dr Samir V Kamat’s tenure
ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ପ୍ରତିଷ୍ଠାନ (ଡିଆରଡିଓ) ଅଧ୍ୟକ୍ଷ ଡ. ସମୀର ଭି. କାମାତଙ୍କ କାର୍ଯ୍ୟକାଳ ବର୍ଷକ ପାଇଁ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର ।
 
ଜୁନ୍ ୧ରେ କାମାତଙ୍କ କାର୍ଯ୍ୟକାଳ ସରିବାକୁ ଥିବାବେଳେ ଆଉ ବର୍ଷକ ପାଇଁ ଅର୍ଥାତ ୩୧ ମେ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି । ତାଙ୍କ କାର୍ଯ୍ୟକାଳ ବୃଦ୍ଧିକୁ କ୍ୟାବିନେଟ୍‌ ଆପଏଣ୍ଟମେଣ୍ଟ କମିଟି ଅନୁମୋଦନ କରିଛି ।
 
ସୂଚନା ଅନୁସାରେ-ବିଶିଷ୍ଟ ବୈଜ୍ଞାନିକ ଭାବେ ପରିଚିତ କାମାତ ଆଇଆଇଟି ଖରାଗପୁରରୁ ମେଟାଲର୍ଜିକାଲ୍ ଇଞ୍ଜିନିୟରିଂରେ ସ୍ନାତକ କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *