ବିଜେପିରେ ଯୋଗଦେବେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମଏମ ନେତା ଚମ୍ପାଇ ସୋରେନ । ଆସନ୍ତା ୩୦ ତାରିଖରେ ସେ ବିଜେପିରେ ମିଶିବେ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସୂଚନା ଦେଇଛନ୍ତି। ଏ ନେଇ ସେ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ଶ୍ରୀ ସୋରେନ ଗତକାଲି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସାକ୍ଷାତ କରିଥିଲେ । ପରେ ଆସନ୍ତା ୩୦ ତାରିଖରେ ରାଞ୍ଚିରେ ବିଜେପିରେ ଯୋଗଦେବେ ବୋଲି ଜଣାପଡିଛି।

Leave a Reply

Your email address will not be published. Required fields are marked *