ପବିତ୍ର ଘୋଷଯାତ୍ରା ପାଇଁ ଆଜି ଲୋକାରଣ୍ୟ ଶ୍ରୀକ୍ଷେତ୍ର। ଘଣ୍ଟାଘଣ୍ଟା, ହରିବୋଲ, ହୁଳହୁଳି ନାଦରେ କମ୍ପୁଛି ବଡ଼ଦାଣ୍ଡ। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ପରେ ଗଡିଛି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ। ରଥଟଣାରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରଥ ଟାଣି ଶ୍ରୀଜୀଉଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି।

Leave a Reply

Your email address will not be published. Required fields are marked *