ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ରଥଟଣା। ପ୍ରଥମେ ଗଡ଼ିଲା ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ। ପଛରେ ଆସିବେ ଭଉଣୀ ସୁଭଦ୍ରା ଓ ଭାଇ ଜଗନ୍ନାଥ। ଘଣ୍ଟାଘଣ୍ଟା, ମୃଦଙ୍ଗ, ହରିବୋଲ ଓ ହୁଳହୁଳିଲେ କମ୍ପିଲା ଶ୍ରୀକ୍ଷେତ୍ର। ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲାଗିଛି ଭକ୍ତଙ୍କ ଭିଡ଼।

Leave a Reply

Your email address will not be published. Required fields are marked *