ଦେବସ୍ନାନ ପୂର୍ଣ୍ଣିମାରେ ମହାସ୍ନାନ କରିଛନ୍ତି ଶ୍ରୀଜୀଉ । ୧୦୮ ଗରା ସୁବାସିତ ଜଳରେ ସ୍ନାନ କଲେ ଦାରୁଦିଅଁ । ଏହି ଦିବ୍ୟ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଘଣ୍ଟନାଦ, ଖୋଳ ତାଳ, ଭେରୀ ତୂରୀ, ହୁଳହୁଳି, ହରିବୋଲ, ଜୟ ଜଗନ୍ନାଥ ଧ୍ୱନୀରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର । Post navigation New School Management Committees: ଜୁଲାଇ ୧ ରୁ ସମସ୍ତ ସ୍କୁଲରେ ନୂତନ ସ୍କୁଲ ପରିଚାଳନା କମିଟି ଗଠନ କରିବେ ରାଜ୍ୟ ସରକାର +2 Rechecking Deadline Extended: ଜୁଲାଇ ୪ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ୨ ରିଚେକିଂ ଆବେଦନ ଅବଧି