ଛତିଶଗଡ ବିଜାପୁରରେ ଏନକାଉଣ୍ଟର । ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା । ଯେଉଁଥିରେ ବିଜାପୁର ପୋଲିସ ଏବଂ ସିଆରପିଏଫ କୋବ୍ରା ଯବାନଙ୍କୁ ବଡ଼ ସଫଳତା ମିଳିଛି। ଯବାନଙ୍କ ଗୁଳିରେ ୮ ମାଓବାଦୀଙ୍କ ମୃତ୍ୟୁ ହୋଇଛି।

ଗାଙ୍ଗଲୁର ଥାନା ପଡିଆ ଜଙ୍ଗଲରୁ ଗୁଳିବିନିମୟ ହୋଇଥିବା ସୂଚନା ରହିଛି । ଅପେରସନରେ ପ୍ରାୟ ୧୨ଶହ ଯବାନ ସାମିଲ ଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *