ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା।

ମୁଖ୍ୟମନ୍ତ୍ରୀ ହେବା ପରେ ମୋହନ ମାଝୀ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତରେ ଅଛନ୍ତି । ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ ରହିଛନ୍ତି । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସଡକ ପରିବହନ ମନ୍ତ୍ରୀ ନୀତୀନ ଗଡକରୀଙ୍କୁ ଭେଟିଛନ୍ତି ମୋହନ ମାଝୀ । ସେହିପରି ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁ ଓ ଉପରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ମଧ୍ୟ ଭେଟିଥିଲେ ।

Leave a Reply

Your email address will not be published. Required fields are marked *