ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖା ଦେଇଛି । ଏହାରି ମଧ୍ୟରେ ଆସନ୍ତାକାଲି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦିନ ୧୦ଟାରେ ଆକାଶ ମାର୍ଗରୁ ପ୍ରଭାବିତ ଅଞ୍ଚଳର ସର୍ଭେ କରିବେ ମୁଖ୍ୟମନ୍ତ୍ରୀ । ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାର ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକ ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝରରେ ସ୍ଥିତି ସମୀକ୍ଷା କରିବେ । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ଓ SRC ଉପସ୍ଥିତ ରହିବେ।

 

Leave a Reply

Your email address will not be published. Required fields are marked *