ଆଜି ଅପରାହ୍ନ ୩ଟାରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶରଧାବାଲି ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ । ଆଗାମୀ ନିତିକାନ୍ତି ନେଇ କରିବେ ଆଲେଚନା ।ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଥିବା ଜଣାପଡିଛି । ଏହା ସହ ମୁଖ୍ୟମନ୍ତ୍ରୀଙ୍କ ସହ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଗସ୍ତ କରିବେ । ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପରେ ସେବାୟତଙ୍କ ସହିତ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଆଗକୁ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା, ସୁନା ବେଶ ରହିଥିବାରୁ କିଭଳି ସୁରୁଖୁରୁରେ ହେବ । ସେନେଇ ବରିଷ୍ଠ ସେବାୟତଙ୍କ ସହ ଆଲୋଚନା କରିବେ । Post navigation ସମୂହ ଛୁଟି ଆନ୍ଦୋଳନକୁ ସ୍ଥଗିତ ରଖିଲା ଓଏଏସ୍ ସଂଘ ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ଆନ୍ଦୋଳନରେ BMC ଓ ସଫେଇ କର୍ମଚାରୀ