ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏଥିସହ ନୂଆ ଜାତୀୟ ରାଜପଥ ସମୀକ୍ଷା ବୈଠକରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତୀନ ଗଡକରୀଙ୍କ ସହ ବୈଠକ କରିଛନ୍ତି। ଜାତୀୟ ରାଜପଥ ନିର୍ମାଣ ପ୍ରସଙ୍ଗରେ ବିଶେଷ ଆଲୋଚନା ହେବ। ଜାତୀୟ ରାଜପଥ ନିର୍ମାଣର ରୋଡମ୍ୟାପ ପ୍ରସ୍ତୁତ କାର୍ଯ୍ୟପନ୍ଥା ନେଇ ଆଲୋଚନା।

Leave a Reply

Your email address will not be published. Required fields are marked *