ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ମନୋଜ ଆହୁଜା। ଦାୟିତ୍ୱ ନେବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ମନୋଜ ଆହୁଜା କେନ୍ଦ୍ରୀୟ ଡେପୁଟେସନରେ ଥିଲେ। ସେ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ସଚିବ ଥିଲେ। ସେ ବିଦାୟୀ ମୁଖ୍ୟ ଶାସନ ସଚିବଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି।

Leave a Reply

Your email address will not be published. Required fields are marked *