ରାଜ୍ୟରେ ଡରାଇଲାଣି ଡେଙ୍ଗୁ ଆତଙ୍କ। ବଢୁଛି ସଂକ୍ରମଣ। ତେଣୁ ଡେଙ୍ଗୁ, ମ୍ୟାଲେରିଆ ପ୍ରତି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଫିଲ୍ଡ ଷ୍ଟାଫ୍ଙ୍କ ଜରିଆରେ ଡେଙ୍ଗୁ ସହ ଅନ୍ୟ ରୋଗର ପ୍ରତିକାର ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଶିଳ୍ପ, କୃଷି, ପାନୀୟ ଜଳ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତି ସ୍ତରରେ ବିଭିନ୍ନ ବିଭାଗ ସହ ସମନ୍ୱୟ ରକ୍ଷା କରି କାମ କରିବାକୁ ପରାମର୍ଶ ଦେଇଛନ୍ତି। Post navigation ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କାଳ ହେଲା ସମ୍ପତ୍ତି: ବାପାର ବୋମାମାଡ଼ରେ ସାନପୁଅ ମୃତ