ନୂଆ ଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟି ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *