ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ କେନ୍ଦ୍ର ରେଳବାଇ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ମଧ୍ୟ ଭେଟିଛନ୍ତି।

Leave a Reply

Your email address will not be published. Required fields are marked *