ଦିଲ୍ଲୀ ଗସ୍ତରେ ଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂଦେଓ। ଦିଲ୍ଲୀ ଗସ୍ତ କରିଥିବା ବେଳେ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ରାଷ୍ଟ୍ରପତିଙ୍କ ସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ ବୋଲି ଶୁଣିବାକୁ ମିଳୁଛି।

Leave a Reply

Your email address will not be published. Required fields are marked *