ମେଡ଼ିକାଲରେ ଚିକିତ୍ସାଧୀନ ଥିବା ବିଜେପି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ । ଶୁକ୍ରବାର କଟକ ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଦେଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଡେପୁଟି ସିଏମ ପ୍ରଭାତୀ ପରିଡା ଭେଟି ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଛନ୍ତି । ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟ ଏବଂ ସୁସ୍ଥତା ବିଷୟରେ ପଚାରିବା ସହିତ ଆଶୁ ଆରୋଗ୍ୟ କାମନା କରିଛନ୍ତି । Post navigation ଖତ ଗଦାରୁ ମିଳିଲା ୨୧ ଲକ୍ଷରୁ ଅଧିକ ଟଙ୍କା ଅନାସ୍ଥା ଭୋଟ୍ ହାରି ପଦ ହରାଇଲେ ଢେଙ୍କାନାଳ ବିଜେଡି ବ୍ଲକ ଅଧ୍ୟକ୍ଷା