ବିଶ୍ୱ ଚାମ୍ପିୟନ ହୋଇ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ବିଜୟ ୧୪୦ କୋଟି ଭାରତୀୟଙ୍କ ମନରେ ଖୁସି ଭରି ଦେଇଛି ବୋଲି କହିଛନ୍ତି।

Leave a Reply

Your email address will not be published. Required fields are marked *