ଆଜିଠୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମାଓ ମୁକାବିଲା ନେଇ ହେବାକୁ ଥିବା ବୈଠକରେ ଯୋଗଦେବେ। ଏ ନେଇ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏଥିସହ କେନ୍ଦ୍ର ମନ୍ତ୍ରୀମାନଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି।

Leave a Reply

Your email address will not be published. Required fields are marked *