ମୟୂରଭଞ୍ଜ ଏବଂ ଉତ୍ତର ଓଡ଼ିଶାରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ଏକ ପ୍ରମୁଖ ପ୍ରୋତ୍ସାହନ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଗସ୍ତରେ ଯାଇ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ନୂତନ ୬୫୦ ଶଯ୍ୟା ବିଶିଷ୍ଟ ଟିଚିଙ୍ଗ୍ ହସ୍ପିଟାଲ ଉଦ୍‍ଘାଟନ କରିଛନ୍ତି । ଏହା ସହିତ ଏହି ଅବସରରେ ଜିଲ୍ଲାର ସର୍ବାଙ୍ଗୀନ ବିକାଶ ପାଇଁ ୪୩୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ।

Leave a Reply

Your email address will not be published. Required fields are marked *