ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରଠାରେ ଆନୁଷ୍ଠାନିକ ଭାବେ ଐତିହାସିକ ‘ସୋମନାଥ ସ୍ୱାଭିମାନ ଯାତ୍ରା-୨୦୨୬’ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ପ୍ରାୟ ୧୧୦୦ରୁ ଅଧିକ ଭକ୍ତଙ୍କୁ ନେଇ ଗୁଜରାଟର ସୋମନାଥ ମନ୍ଦିର ଅଭିମୁଖେ ଏକ ସ୍ୱତନ୍ତ୍ର ଟ୍ରେନ୍ ଗଡ଼ିଛି। ଏହାକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। Post navigation Anubhav Mohanty moves Supreme Court, Notice issued to Varsha Priyadarshini Rairangpur Rape Case: ରାଇରଙ୍ଗପୁରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ; ୩ ଅଟକ