ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ। ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜଭବନରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିବା ସୂଚନା । ତେବେ ରାଜ୍ୟପାଳଙ୍କୁ କାହିଁକି ଭେଟିଛନ୍ତି ତାହା ଜଣାପଡ଼ିନାହିଁ। ରାଜ୍ୟରେ ବଢୁଥିବା ଆଇନଶୃଙ୍ଖଳା ସ୍ଥିତି ଓ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଆଲୋଚନା କରାଯାଉଥିବା ଜଣାପଡିଛି । ରାଜଭବନରେ ମୁଖ୍ୟମନ୍ତ୍ରୀ ରାଜ୍ୟପାଳଙ୍କୁ ହଠାତ ଭେଟିବା ପରେ ରାଜନୀତିକ ଚର୍ଚ୍ଚା ଜୋର ଧରିଛି । Post navigation କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଭି.ଏସ୍ ଅଚ୍ୟୁତାନନ୍ଦନଙ୍କ ପରଲୋକ ୨୪ ତାରିଖ ସୌମ୍ୟାଶ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ରୂପେ ପାଳନ କରିବ କଂଗ୍ରେସ