୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବହୁ ରାଷ୍ଟ୍ରୀୟ କମ୍ପାନୀ ଅଧିକାରୀଙ୍କ ସହ ଆଲୋଚନା ଶେଷ ହୋଇଥିବା ବେଳେ ଆଜି  କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୃହ ମନ୍ତ୍ରଣାଳୟରେ ଅମିତ ଶାହଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କୁ ସାଙ୍ଗରେ ନେଇ ଆଲୋଚନା ହୋଇଥିବା ସୂଚନା । ଆଇନଶୃଙ୍ଖଳା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସମ୍ଭାବନା ରହିଛି ।

 

 

Leave a Reply

Your email address will not be published. Required fields are marked *