ଆଜି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ଵରୀଙ୍କ ଦର୍ଶନ କରିନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମା’ଙ୍କ ନିକଟରେ ଆଶୀର୍ବାଦ ଭିକ୍ଷା କରିବା ସହ ଓଡ଼ିଶାବାସୀଙ୍କ ଉତ୍ତରୋତ୍ତର ଉନ୍ନତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସମ୍ବଲପୁରରେ ପହଞ୍ଚିବା ପରେ ବିଧାୟକ ଓ ବରିଷ୍ଠ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି । ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟରେ ସାମିଲ୍ ହେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମନ୍ଦିର ଦର୍ଶନ କରିବା ସହିତ ମା ସମଲେଇ ପ୍ରକଳ୍ପ ବୁଲିଦେଖିଥିଲେ । Post navigation ଏଫଏମ ରେଡିଓ ମାଧ୍ୟମରେ ଟ୍ରାଫିକ୍ ସତର୍କତା ସେବା ପୁନଃ ଆରମ୍ଭ କଲା କମିଶନରେଟ୍ ପୋଲିସ ସମ୍ବଲପୁରରେ ନୂଆଁଖାଇ ଭେଟଘାଟ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ