ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ଦିଲ୍ଲୀରେ ହେବାକୁ ଥିବା ସେମିକନ୍ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ଏହା ସହ ସେଠାରେ ଅନ୍ୟ କିଛି କାର୍ଯ୍ୟକ୍ରମ ମଧ୍ୟ ରହିଛି । ସେଠାରେ କିଛି କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବକୁ ମଧ୍ୟ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟି ରାଜ୍ୟରେ ସାଂଗଠନିକ ସ୍ଥିତି ନେଇ ଆଲୋଚନା କରିପାରନ୍ତି । Post navigation ଦେଶରେ ଶାନ୍ତି ପ୍ରତିଷ୍ଠା ଦିଗରେ ଆତଙ୍କବାଦ ସବୁଠୁ ବଡ଼ ପ୍ରତିବନ୍ଧକ: ପ୍ରଧାନମନ୍ତ୍ରୀ ମୋଦି ସରିଛି ପଶ୍ଚିମ ଓଡ଼ିଶାର ଗଣ ପର୍ବ ନୂଆଁଖାଇ; ସଜବାଜ ହେଲେଣି ଦାଦନ ଶ୍ରମିକ